୧୦ ଜିଲ୍ଲାରେ ୧୮ ଜଣଙ୍କ ମୃତ୍ୟୁ; ଅନୁଗୋଳରେ ସର୍ବାଧିକ ୪

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୧୫କୁ ବୃଦ୍ଧି ପାଇଛି। ୧୦ଟି ଜିଲ୍ଲାରୁ ଏହି ମୃତ୍ୟୁ ସୂଚନା ଆସିଥିବା ବେଳେ ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନେ ସମସ୍ତେ ପୁରୁଷ। ସେମାନଙ୍କୁ […]

corona

corona

Jitendra Garnayak
  • Published: Tuesday, 11 May 2021
  • Updated: 11 May 2021, 09:11 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୧୫କୁ ବୃଦ୍ଧି ପାଇଛି।

୧୦ଟି ଜିଲ୍ଲାରୁ ଏହି ମୃତ୍ୟୁ ସୂଚନା ଆସିଥିବା ବେଳେ ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନେ ସମସ୍ତେ ପୁରୁଷ। ସେମାନଙ୍କୁ ଯଥାକ୍ରମେ ୮୩, ୬୫, ୬୦ ଓ ୪୫ ବର୍ଷ ହୋଇଥିବା ବେଳେ କେହି ଅନ୍ୟ କୌଣସି ରୋଗରେ ପୀଡ଼ିତ ନଥିଲେ।

ସେହିପରି ଖୋର୍ଦ୍ଧା ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ବୌଦ୍ଧ, ଦେବଗଡ଼, ଗଜପତି, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆଉ ୪ ଜଣ ପ୍ରାଣ ହରାଇବା ସହିତ ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୨କୁ ବଢ଼ିଥିବା ବେଳେ କଳାହାଣ୍ଡିରେ ୬୦, ରାୟଗଡ଼ାରେ ୭୬ ଓ ସୁନ୍ଦରଗଡ଼ରେ ୨୧୩ ହୋଇଛି। ବୌଦ୍ଧ ଜିଲ୍ଲାରେ ଏହି ସଂଖ୍ୟା ୧୭କୁ ବୃଦ୍ଧି ପାଇଥିବା ବେଳେ ଦେବଗଡ଼ରେ ୯, ଗଜପତିରେ ୩୮, ମାଲକାନଗିରିରେ ୨୮ ଓ ପୁରୀରେ ୧୩୫ରେ ପହଞ୍ଚିଯାଇଛି।

ଏହା ସହିତ ମେ’ ମାସର ପ୍ରଥମ ୧୦ ଦିନରେ ରାଜ୍ୟରେ କରୋନାରେ ୧୭୨ ଜଣଙ୍କ ଜୀବନ ଗଲାଣି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୯,୭୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଲଗାତାର ୫ ଦିନ ପରେ ଏହି ସଂଖ୍ୟା ୧୦ ହଜାରରୁ ଖସିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story