Advertisment

ଆରୋଗ୍ୟ ହେଲେ ୧୮୦୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୮୦୦ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ପର୍ଯ୍ୟନ୍ତ ୨୭୩୮୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1800 Covid patients have recovered and are being discharged on 30.10.2020 233 from Khordha148 from Cuttack100 from Nuapada94 from Mayurbhanj81 from Anugul76 from Sundargarh74 from Keonjhar72 […]

author-image
Manoranjan Sial
ଅଦ୍ୟତନ ହୋଇଛି
ରେଳ ମନ୍ତ୍ରାଳୟର ଆଉ ୨ ଅଧିକାରୀ କରୋନାରେ ଆକ୍ରାନ୍ତ

india-corona

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୮୦୦ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ପର୍ଯ୍ୟନ୍ତ ୨୭୩୮୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1322187268992364544?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୨୩୩ ଜଣ ଅଛନ୍ତି। ସେହିପରି କଟକରୁ ୧୪୮, ନୂଆପଡ଼ାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୮୧, ସୁନ୍ଦରଗଡ଼ରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ୱରରୁ ୭୨, ପୁରୀରୁ ୬୯, ଯାଜପୁରରୁ ୬୬, ବରଗଡ଼ରୁ ୬୫, କେନ୍ଦ୍ରାପଡ଼ାରୁ ୬୨, ବଲାଙ୍ଗିରରୁ ୬୧, ଭଦ୍ରକରୁ ୬୦, ଜଗତସିଂହପୁରରୁ ୬୦, ନବରଙ୍ଗପୁରରୁ ୫୩, କୋରାପୁଟରୁ ୪୪, କଳାହାଣ୍ଡିରୁ ୪୨, ଝାରସୁଗୁଡ଼ାରୁ ୪୦, ଢେଙ୍କାନାଳରୁ ୩୫, ମାଲକାନଗିରିରୁ ୩୫, ସମ୍ୱଲପୁରରୁ ୩୫, ଗଞ୍ଜାମରୁ ୨୯, କନ୍ଧମାଳରୁ ୨୯, ସୋନପୁରରୁ ୨୯, ନୟାଗଡ଼ରୁ ୨୭, ରାୟଗଡ଼ାରୁ ୧୨, ଦେବଗଡ଼ରୁ ୮, ଗଜପତିରୁ ୭, ବୌଦ୍ଧରୁ ୬ ଓ ଷ୍ଟେଟ୍‌ ପୁଲରୁ ୪୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।