Advertisment

ଆରୋଗ୍ୟ ହେଲେ ୧୮୧୫ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୮୧୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୭୭୫୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି। Another 1815 Covid patients have recovered and are being discharged on 01.11.2020 220 from Khordha152 from Cuttack148 from Anugul97 from Sundargarh96 from Puri83 from Mayurbhanj76 from Bolangir76 from […]

author-image
Manoranjan Sial
ଆରୋଗ୍ୟ ହେଲେ ୬୬୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

corona

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୮୧୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୭୭୫୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି।

Advertisment

https://twitter.com/HFWOdisha/status/1322908012982411264?s=20

ଆଜି ଆରୋଗ୍ୟ କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୨୨୦ ଜଣ ଅଛନ୍ତି। ସେହିପରି କଟକରୁ ୧୫୨, ଅନୁଗୋଳରୁ ୧୪୮, ସୁନ୍ଦରଗଡ଼ରୁ ୯୭, ପୁରୀରୁ ୯୬, ମୟୂରଭଞ୍ଜରୁ ୮୩, ବଲାଙ୍ଗିରରୁ ୭୬, ଯାଜପୁରରୁ ୭୬, କେନ୍ଦୁଝରରୁ ୬୮, ଭଦ୍ରକରୁ ୬୭, କେନ୍ଦ୍ରାପଡ଼ାରୁ ୬୨, ବରଗଡ଼ରୁ ୬୧, ଜଗତସିଂହପୁରରୁ ୬୦, ନୂଆପଡ଼ାରୁ ୫୮, କୋରାପୁଟରୁ ୪୯, କଳାହାଣ୍ଡିରୁ ୪୫, ବାଲେଶ୍ୱରରୁ ୪୨, ନବରଙ୍ଗପୁରରୁ ୩୯, ସମ୍ୱଲପୁରରୁ ୩୯, ଝାରସୁଗୁଡ଼ାରୁ ୩୫, ମାଲକାନଗିରିରୁ ୩୪, ନୟାଗଡ଼ରୁ ୩୦, ବୌଦ୍ଧରୁ ୨୩, ଗଞ୍ଜାମରୁ ୨୩, ଢେଙ୍କାନାଳରୁ ୨୧, କନ୍ଧମାଳରୁ ୧୮, ଗଜପତିରୁ ୧୫, ସୋନପୁରରୁ ୧୫, ରାୟଗଡ଼ାରୁ ୧୨, ଦେବଗଡ଼ରୁ ୭, ଷ୍ଟେଟ୍‌ ପୁଲରୁ ୪୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।