୧୮୪ ‘କରୋନା’ ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୮୪ ଜଣ ‘କରୋନା’ରୁ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୬୦୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ଆରୋଗ୍ୟ ହୋଇଥିବା ୧୮୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୫, ବାଲେଶ୍ୱରରୁ ୩୧, ଗଜପତିରୁ ୧୨, ଭଦ୍ରକରୁ ୧୦, ଜଗତସିଂହପୁରରୁ ୬, […]

corona

corona

Manoranjan Sial
  • Published: Saturday, 27 June 2020
  • Updated: 27 June 2020, 05:16 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୮୪ ଜଣ ‘କରୋନା’ରୁ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୬୦୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ଆରୋଗ୍ୟ ହୋଇଥିବା ୧୮୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୫, ବାଲେଶ୍ୱରରୁ ୩୧, ଗଜପତିରୁ ୧୨, ଭଦ୍ରକରୁ ୧୦, ଜଗତସିଂହପୁରରୁ ୬, ଝାରସୁଗୁଡ଼ାରୁ ୬; କେନ୍ଦ୍ରାପଡ଼ା ଓ ପୁରୀରୁ ୫ ଜଣ ଲେଖାଏଁ; ସୁନ୍ଦରଗଡ଼ରୁ ୪ ଜଣ; ବଲାଙ୍ଗିର ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ; କଟକରୁ ୨ ଜଣ, ଅନୁଗୋଳ, ଯାଜପୁର, କନ୍ଧମାଳ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ୪୬୦୬ ଜଣ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1276835409041829888?s=20

ଆଜି ସୁଦ୍ଧା ରାଜ୍ୟରେ ୬୩୫୦ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୭୪୪ ଜଣ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story