ରାଜ୍ୟରେ କରୋନା ନେଲା ୧୯ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ୧୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫୧କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଖି ବୁଜିଥିବା ୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖା ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି। ବାଲେଶ୍ୱର, […]

Corona

Corona

Niharika Rout
  • Published: Thursday, 13 May 2021
  • Updated: 13 May 2021, 09:49 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ୧୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫୧କୁ ବୃଦ୍ଧି ପାଇଛି।

ରାଜ୍ୟରେ ଆଖି ବୁଜିଥିବା ୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖା ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି। ବାଲେଶ୍ୱର, ବରଗଡ଼, ବୌଦ୍ଧ, ବଲାଙ୍ଗିରରୁ ଜଣେ ଲେଖାଏ ପଜିଟିଭ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ,  କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୃ  ହୋଇଥିବା ବେଳେ  ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଖୋର୍ଦ୍ଧାରେ କରୋନା ମୃତକଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏହି ରାଜ୍ୟରେ କେବଳ  ୩୯୬ ଜଣ କରୋନାରେ ଆଖି ବୁଜି ସାରିଲେଣି।   ଅନୁଗୁଳ ଜିଲ୍ଲାରେ କରୋନା ମୃତକଙ୍କ ସଂଖ୍ୟା ୫୩ରେ ପହଞ୍ଚିଥିବା ବେଳେ ବାଲେଶ୍ୱରରେ ଏହି ସଂଖ୍ୟା ୧୦୨, ବରଗଡ଼ରେ ୪୫ ଛୁଇଁଛି। ଏହାବାତ ବଲାଙ୍ଗିର ଜିଲ୍ଲାରେ ମୃତକଙ୍କ ସଂଖ୍ୟା ୫୪ରେ ପହଞ୍ଚିଥିବା ବେଳେ ବୌଦ୍ଧରେ ୧୯,  ଗଞ୍ଜାମରେ ୨୬୬,  ଜଗତସିଂହପୁରରେ ୪୧ ଛୁଇଁଛି ଏହି ସଂଖ୍ୟା

ସେହିପରି  କନ୍ଧମାଳ ଜିଲ୍ଲାରେ ସମୁଦାୟ ୩୬ ଜଣ କରୋନାରେ ଆଖି ବୁଜି ସାରିଥିବା ବେଳେ ମାଲକାନଗିରିରେ ୨୯,  ନୂଆପଡ଼ାରେ ୩୭, ପୁରୀରେ ୧୩୯, ରାୟଗଡ଼ାରେ ୭୮,  ସମ୍ବଲପୁରରେ ୮୫ ଓ ସୁନ୍ଦରଗଡ଼ରେ ୨୧୭ ରହିଛି ଏହି ସଂଖ୍ୟା।

ସୂଚନାଯୋଗ୍ୟ, ରାଜ୍ୟରେ ପୁଣି ୧୦ ହଜାର ଉପରେ ଚିହ୍ନଟ ହୋଇଛନ୍ତି ପଜିଟିଭ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୬୪୯ ପଜିଟିଭ ଚିହ୍ନଟ ହୋଇଛନ୍ତି  । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୫୭ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି।

କଟକ ଜିଲ୍ଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଏହାପରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ଏଠାରୁ ୭୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୫୫୭, ସମ୍ବଲପୁର ୪୯୪, ମୟୂରଭଂଜରୁ ୪୦୪,  ବରଗଡ଼ରୁ ୩୯୧, ଝାରସୁଗୁଡ଼ାରୁ ୩୬୮, ନୟାଗଡ଼ ୩୫୭, ପୁରୀରୁ ୩୩୫,  ନୂଆପଡ଼ାରୁ ୩୩୧ ଜଣ ଚିହ୍ନଟ ହୋଇଛନ୍ତି  । ଷ୍ଟେଟ୍ ପୁଲ୍‌ରୁ ୨୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  ।ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story