Advertisment

ଆରୋଗ୍ୟ ହେଲେ ୧୯୦୮ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୯୦୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୭୨୦୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1908 Covid patients have recovered and are being discharged on 29.10.2020 222 from Khordha170 from Sundargarh126 from Anugul102 from Kendrapara100 from Cuttack96 from Bolangir89 from Baleswar80 from […]

author-image
Manoranjan Sial
ଆରୋଗ୍ୟ ହେଲେ ୬୪୨ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

corona-updates

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୯୦୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୭୨୦୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1321826018047397888?s=20

ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୨ ଜଣ ଅଛନ୍ତି। ସେହିପରି କଟକରୁ ୧୦୦, ବଲାଙ୍ଗିରରୁ ୯୬, ବାଲେଶ୍ୱରରୁ ୮୯, ମୟୂରଭଞ୍ଜରୁ ୮୦, କଳାହାଣ୍ଡିରୁ ୭୬, ଜଗତସିଂହପୁରରୁ ୭୩, ନୂଆପଡ଼ାରୁ ୬୮,
ଝାରସୁଗୁଡ଼ାରୁ ୫୫, ଢେଙ୍କାନାଳରୁ ୪୯, ଯାଜପୁରରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୫, ସମ୍ବଲପୁରରୁ ୪୫, କନ୍ଧମାଳରୁ ୪୨, କେନ୍ଦୁଝରରୁ ୪୨, ଷ୍ଟେଟ୍ ପୁଲରୁ ୪୧, ବରଗଡ଼ରୁ ୩୭, ସୁବର୍ଣ୍ଣପୁରରୁ ୩୭, ମାଲକାନଗିରିରୁ ୩୫, ରାୟଗଡ଼ାରୁ ୩୪, କୋରାପୁଟରୁ ୩୩, ବୌଦ୍ଧରୁ ୩୨, ନୟାଗଡ଼ରୁ ୩୦, ଭଦ୍ରକରୁ ୨୫, ଗଞ୍ଜାମରୁ ୨୦, ଗଜପତିରୁ ୫, ଦେବଗଡ଼ରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।