ରାଜ୍ୟରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି। ଏହି ୨୨ ମୃତକଙ୍କ ମଧ୍ୟରୁ ୬ଟି ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ବୌଦ୍ଧ, ଖୋର୍ଦ୍ଧା, କୋରାପୁଟ, ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୨ ଜଣଙ୍କ […]

Corona

Corona

Jitendra Garnayak
  • Published: Monday, 17 May 2021
  • Updated: 17 May 2021, 01:42 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି।

ଏହି ୨୨ ମୃତକଙ୍କ ମଧ୍ୟରୁ ୬ଟି ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ବୌଦ୍ଧ, ଖୋର୍ଦ୍ଧା, କୋରାପୁଟ, ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

ଆଉ ୩ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୧କୁ ବୃଦ୍ଧି ପାଇଛି। ବୌଦ୍ଧ ଜିଲ୍ଲାରେ ଏଯାବତ ୨୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କୋରାପୁଟରେ ୨୪, ନୂଆପଡ଼ାରେ ୪୩, ରାୟଗଡ଼ାରେ ୮୮ ଓ ସୁନ୍ଦରଗଡ଼ରେ ୨୨୬କୁ ବୃଦ୍ଧି ପାଇଛି। ସେହିପରି ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଥିବା ବେଳେ ଗଜପତିରେ ୪୨ ଓ ପୁରୀରେ ୧୪୩କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୭୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ଜିଲ୍ଲାରୁ ସର୍ବାଧିକ ୯୭୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୯୦୯ ଓ ସୁନ୍ଦରଗଡ଼ରୁ ୮୩୨ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story