ଆରୋଗ୍ୟ ହେଲେ ୨୫୧୯ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରୁ ଆଉ ୨୫୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୬୯୨୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 31 from Nabarangpur 23 from Kalahandi 22 from Kendrapara 19 from Deogarh 19 from Keonjhar 18 from Jharsuguda 3 from Angul 1 from Boudh — H & FW […]

corona-3.1

Manoranjan Sial
  • Published: Monday, 24 August 2020
  • , Updated: 24 August 2020, 08:31 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରୁ ଆଉ ୨୫୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୬୯୨୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1297903908942012416?s=20

 ଆଜି ଆରୋଗ୍ୟଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୮ ଜଣ ଅଛନ୍ତି। ସେହିପରି ବାଲେଶ୍ୱରରୁ ୨୬୭, ଗଞ୍ଜାମରୁ ୨୩୭, କଟକରୁ ୧୫୨, ରାୟଗଡ଼ା- ୧୪୪, ଭଦ୍ରକରୁ ୧୪୦, ସୁନ୍ଦରଗଡ଼ରୁ ୧୩୮, କୋରାପୁଟରୁ ୯୮, ପୁରୀରୁ ୯୭, ନୟାଗଡ଼- ୯୬, ବଲାଙ୍ଗିର- ୮୫, ଢେଙ୍କାନାଳରୁ ୬୧ ସୁସ୍ଥ ହୋଇଛନ୍ତି।

ସେହିପରି କନ୍ଧମାଳରୁ ୬୦, ସମ୍ବଲପୁରରୁ ୫୯, ଯାଜପୁରରୁ ୫୮, ମୟୂରଭଞ୍ଜରୁ ୫୪, ବରଗଡ଼, ଜଗତସିଂହପୁରରୁ ୫୩ ଲେଖାଏଁ, ମାଲକାନଗିରିରୁ ୫୨, ଯାଜପୁର- ୪୨, ନବରଙ୍ଗପୁରରୁ ୩୧, କଳାହାଣ୍ଡିରୁ ୨୩, କେନ୍ଦ୍ରାପଡ଼ାରୁ ୨୨, ଦେବଗଡ଼ରୁ ୧୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story