ଆରୋଗ୍ୟ ହେଲେ ୨୫୯୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କରୋନାରୁ ସୁସ୍ଥ ହେଲେ ୨୫୯୦ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୬,୩୬୪ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 7 from Nuapada6 from Anugul4 from Deogarh The total recovered cases of Odisha now stand at 96364 — H & FW Dept Odisha (@HFWOdisha) September 6, 2020 […]

corona-kit

Manoranjan Sial
  • Published: Sunday, 06 September 2020
  • , Updated: 06 September 2020, 07:59 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କରୋନାରୁ ସୁସ୍ଥ ହେଲେ ୨୫୯୦ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୬,୩୬୪ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1302606603779072000?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୩୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୮୬, ମୟୂରଭଞ୍ଜରୁ ୨୦୨, ଗଞ୍ଜାମରୁ ୧୪୨, ରାୟଗଡ଼ାରୁ ୧୨୦, କୋରାପୁଟରୁ ୧୦୮, ପୁରୀରୁ ୧୦୫, ଜଗତସିଂହପୁରରୁ ୭୮, ଭଦ୍ରକ ୭୭, ଯାଜପୁରରୁ ୭୭, କେନ୍ଦ୍ରାପଡ଼ାରୁ ୭୫, ବରଗଡ଼ରୁ ୭୨, ବାଲେଶ୍ୱର ୭୧, ସମ୍ବଲପୁରରୁ ୭୧, କେନ୍ଦୁଝରରୁ ୬୮, ନୟାଗଡ଼ରୁ ୬୭, ମାଲକାନଗିରିରୁ ୬୧, ଢେଙ୍କାନାଳରୁ ୫୯, ନବରଙ୍ଗପୁରରୁ ୫୭, ବଲାଙ୍ଗିରରୁ ୫୪, ଝାରସୁଗୁଡ଼ାରୁ ୪୪, ବୌଦ୍ଧରୁ ୩୪, ସୁବର୍ଣ୍ଣପୁର ୩୦, ସୁନ୍ଦରଗଡ଼ରୁ ୩୦, କଳାହାଣ୍ଡିରୁ ୨୪, ଗଜପତିରୁ ୨୦, କନ୍ଧମାଳରୁ ୧୦, ନୂଆପଡ଼ାରୁ ୭, ଅନୁଗୋଳରୁ ୬ ଓ ଦେବଗଡ଼ରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story