ଆରୋଗ୍ୟ ହେଲେ ୨୭୦୬ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧ ଲକ୍ଷ ୮ ହଜାର ୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 20 from Kandhamal18 from Gajapati17 from Anugul5 from Deogarh The total recovered cases of Odisha now stand at 108001 — H & FW Dept […]

corona-updates

Manoranjan Sial
  • Published: Thursday, 10 September 2020
  • , Updated: 10 September 2020, 07:52 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧ ଲକ୍ଷ ୮ ହଜାର ୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1304056213676539905?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧, ଝାରସୁଗୁଡ଼ାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, ଢେଙ୍କାନାଳ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ୱରରୁ ୩୮, ସୁନ୍ଦରଗଡ଼ରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗିରରୁ ୨୫, ବର୍ଣ୍ଣପୁରରୁ ୨୪, ବୌଦ୍ଧ ୨୩, ନୂଆପଡ଼ାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୋଳରୁ ୧୭ ଓ ଦେବଗଡ଼ରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story