ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨ ଲକ୍ଷ ୩୮ ହଜାର ୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1316747413118431232?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୪୫୭ ଜଣ ଅଛନ୍ତି। ସେହିପରି କଟକରୁ ୨୦୨, ପୁରୀରୁ ୧୮୫, ଅନୁଗୋଳରୁ ୧୮୨, କେନ୍ଦ୍ରାପଡ଼ାରୁ ୧୫୦, ନୂଆପଡ଼ାରୁ ୧୪୨, ସୁନ୍ଦରଗଡ଼ରୁ ୧୦୬, ବାଲେଶ୍ୱରରୁ ୯୪, ଯାଜପୁରରୁ ୯୧, ଷ୍ଟେଟ୍ ପୁଲ୍- ୮୪, କଳାହାଣ୍ଡିରୁ ୭୮, ବଲାଙ୍ଗିରରୁ ୭୪, ମୟୂରଭଞ୍ଜରୁ ୬୮, ମାଲକାନଗିରିରୁ ୬୭, ଜଗତସିଂହପୁରରୁ ୬୫, ନବରଙ୍ଗପୁରରୁ ୬୨, ସୁବର୍ଣ୍ଣପୁରରୁ ୫୯, ଝାରସୁଗୁଡ଼ାରୁ ୫୬, ନୟାଗଡ଼ରୁ ୫୫, ରାୟଗଡ଼ାରୁ ୫୪, କୋରାପୁଟରୁ ୫୧, କନ୍ଧମାଳରୁ ୪୩, ଭଦ୍ରକରୁ ୩୩, ଗଞ୍ଜାମରୁ ୩୧, ଢେଙ୍କାନାଳରୁ ୨୭, ବୌଦ୍ଧରୁ ୨୧, ଦେବଗଡ଼ରୁ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।