ସୁସ୍ଥ ହେଲେ ୨୭୭୨ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨ ଲକ୍ଷ ୩୮ ହଜାର ୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି। Another 2772 Covid patients have recovered and are being discharged on 15.10.2020 457 from Khordha202 from Cuttack185 from Puri182 from Anugul150 […]

corona

Manoranjan Sial
  • Published: Thursday, 15 October 2020
  • , Updated: 15 October 2020, 09:43 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨ ଲକ୍ଷ ୩୮ ହଜାର ୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।

https://twitter.com/HFWOdisha/status/1316747413118431232?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୪୫୭ ଜଣ ଅଛନ୍ତି। ସେହିପରି କଟକରୁ ୨୦୨, ପୁରୀରୁ ୧୮୫, ଅନୁଗୋଳରୁ ୧୮୨, କେନ୍ଦ୍ରାପଡ଼ାରୁ ୧୫୦, ନୂଆପଡ଼ାରୁ ୧୪୨, ସୁନ୍ଦରଗଡ଼ରୁ ୧୦୬, ବାଲେଶ୍ୱରରୁ ୯୪, ଯାଜପୁରରୁ ୯୧, ଷ୍ଟେଟ୍ ପୁଲ୍- ୮୪, କଳାହାଣ୍ଡିରୁ ୭୮, ବଲାଙ୍ଗିରରୁ ୭୪, ମୟୂରଭଞ୍ଜରୁ ୬୮, ମାଲକାନଗିରିରୁ ୬୭, ଜଗତସିଂହପୁରରୁ ୬୫, ନବରଙ୍ଗପୁରରୁ ୬୨, ସୁବର୍ଣ୍ଣପୁରରୁ ୫୯, ଝାରସୁଗୁଡ଼ାରୁ ୫୬, ନୟାଗଡ଼ରୁ ୫୫, ରାୟଗଡ଼ାରୁ ୫୪, କୋରାପୁଟରୁ ୫୧, କନ୍ଧମାଳରୁ ୪୩, ଭଦ୍ରକରୁ ୩୩, ଗଞ୍ଜାମରୁ ୩୧, ଢେଙ୍କାନାଳରୁ ୨୭, ବୌଦ୍ଧରୁ ୨୧, ଦେବଗଡ଼ରୁ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Related story