ରାଜ୍ୟରେ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏମାନଙ୍କୁ ବିଶାଇ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ୭୬୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
Another 2775 Covid patients have recovered and are being discharged on 14.10.2020
500 from Khordha
189 from Nuapada
183 from Cuttack
148 from Bargarh
136 from Kendrapara
123 from Anugul
117 from Jajapur
114 from Bhadrak
105 from Sambalpur
100 from Mayurbhanj
89 from Bolangir— H & FW Dept Odisha (@HFWOdisha) October 14, 2020
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ ଅଛନ୍ତି। ସେହିପରି ନୂଆପଡ଼ାରୁ ୧୮୯, କଟକରୁ ୧୮୩, ବରଗଡ଼ରୁ ୧୪୮, କେନ୍ଦ୍ରାପଡ଼ାରୁ ୧୩୬, ଅନୁଗୋଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୦୫, ଷ୍ଟେଟ୍ ପୁଲ୍ ୧୦୦, ମୟୂରଭଞ୍ଜରୁ ୧୦୦, ବଲାଙ୍ଗିରରୁ ୮୯, କେନ୍ଦୁଝରରୁ ୭୯, ନବରଙ୍ଗପୁରରୁ ୭୩, ସୁନ୍ଦରଗଡ଼ରୁ ୭୧, ମାଲକାନଗିରିରୁ ୭୦, ଢେଙ୍କାନାଳରୁ ୬୯, ବାଲେଶ୍ୱରରୁ ୬୭, ଜଗତସିଂହପୁରରୁ ୫୮, କନ୍ଧମାଳରୁ ୪୮, ସୁବର୍ଣ୍ଣପୁରରୁ ୪୭, ରାୟଗଡ଼ାରୁ ୪୬, ପୁରୀରୁ ୪୩, ଝାରସୁଗୁଡ଼ା ୩୯, କଳାହାଣ୍ଡିରୁ ୩୯, କୋରାପୁଟରୁ ୩୫, ନୟାଗଡ଼ରୁ ୩୦, ଗଞ୍ଜାମରୁ ୨୩, ଦେବଗଡ଼ରୁ ୨୦, ବୌଦ୍ଧ ୭ ଓ ଗଜପତି ଜିଲ୍ଲାରୁ ୭ ଲେଖାଏଁ ସୁସ୍ଥ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।