ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏମାନଙ୍କୁ ବିଶାଇ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ୭୬୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1316358271008010242?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ ଅଛନ୍ତି। ସେହିପରି ନୂଆପଡ଼ାରୁ ୧୮୯, କଟକରୁ ୧୮୩, ବରଗଡ଼ରୁ ୧୪୮, କେନ୍ଦ୍ରାପଡ଼ାରୁ ୧୩୬, ଅନୁଗୋଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୦୫, ଷ୍ଟେଟ୍ ପୁଲ୍ ୧୦୦, ମୟୂରଭଞ୍ଜରୁ ୧୦୦, ବଲାଙ୍ଗିରରୁ ୮୯, କେନ୍ଦୁଝରରୁ ୭୯, ନବରଙ୍ଗପୁରରୁ ୭୩, ସୁନ୍ଦରଗଡ଼ରୁ ୭୧, ମାଲକାନଗିରିରୁ ୭୦, ଢେଙ୍କାନାଳରୁ ୬୯, ବାଲେଶ୍ୱରରୁ ୬୭, ଜଗତସିଂହପୁରରୁ ୫୮, କନ୍ଧମାଳରୁ ୪୮, ସୁବର୍ଣ୍ଣପୁରରୁ ୪୭, ରାୟଗଡ଼ାରୁ ୪୬, ପୁରୀରୁ ୪୩, ଝାରସୁଗୁଡ଼ା ୩୯, କଳାହାଣ୍ଡିରୁ ୩୯, କୋରାପୁଟରୁ ୩୫, ନୟାଗଡ଼ରୁ ୩୦, ଗଞ୍ଜାମରୁ ୨୩, ଦେବଗଡ଼ରୁ ୨୦, ବୌଦ୍ଧ ୭ ଓ ଗଜପତି ଜିଲ୍ଲାରୁ ୭ ଲେଖାଏଁ ସୁସ୍ଥ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ
ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।
Politics
ଆଜି ପହଞ୍ଚିବେ ପିଏମ୍ ମୋଦି ଓ ଅମିତ ଶାହ, ସୁରକ୍ଷା ବଳୟରେ ରାଜଧାନୀ
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବି ଏହି ସମ୍ମିଳନୀରେ ଯୋଗ ଦେବେ। ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ।
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।