ସୁସ୍ଥ ହେଲେ ୨୮୫୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ପର୍ଯ୍ୟନ୍ତ ୨ ଲକ୍ଷ ୪୧ ହଜାର ୩୮୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
Another 2850 Covid patients have recovered and are being discharged on 16.10.2020
563 from Khordha
184 from Cuttack
147 from Puri
138 from Anugul
137 from Sambalpur
133 from Kendrapara
98 from Bargarh
89 from Nabarangpur
87 from Jajapur
85 from Sundargarh
82 from Mayurbhanj— H & FW Dept Odisha (@HFWOdisha) October 16, 2020
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୩ ଜଣ ଅଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨୦୩, କଟକରୁ ୧୮୪, ପୁରୀରୁ ୧୪୭ ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡ଼ାରୁ ୧୩୩, ବରଗଡ଼ରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡ଼ରୁ ୮୫, ମୟୂରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୁବର୍ଣ୍ଣପୁରରୁ ୮୦, ବଲାଙ୍ଗିରରୁ ୭୨, ଝାରସୁଗୁଡ଼ାରୁ ୭୨, ବାଲେଶ୍ୱରରୁ ୬୯, ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରିରୁ ୪୨, ବୌଦ୍ଧ ୪୧, ନୂଆପଡ଼ାରୁ ୪୧, ନୟାଗଡ଼ରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡ଼ାରୁ ୨୭ କୋରାପୁଟରୁ ୨୬, ଦେବଗଡ଼ରୁ ୧୫, ଗଜପତିରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।