ସୁସ୍ଥ ହେଲେ ୨୮୫୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ପର୍ଯ୍ୟନ୍ତ ୨ ଲକ୍ଷ ୪୧ ହଜାର ୩୮୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 2850 Covid patients have recovered and are being discharged on 16.10.2020 563 from Khordha184 from Cuttack147 from Puri138 from Anugul137 from Sambalpur133 from Kendrapara98 […]

corona

Manoranjan Sial
  • Published: Friday, 16 October 2020
  • , Updated: 16 October 2020, 08:30 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ପର୍ଯ୍ୟନ୍ତ ୨ ଲକ୍ଷ ୪୧ ହଜାର ୩୮୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1317099478722043906?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୩ ଜଣ ଅଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨୦୩, କଟକରୁ ୧୮୪, ପୁରୀରୁ ୧୪୭ ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡ଼ାରୁ ୧୩୩, ବରଗଡ଼ରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡ଼ରୁ ୮୫, ମୟୂରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୁବର୍ଣ୍ଣପୁରରୁ ୮୦, ବଲାଙ୍ଗିରରୁ ୭୨, ଝାରସୁଗୁଡ଼ାରୁ ୭୨, ବାଲେଶ୍ୱରରୁ ୬୯, ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରିରୁ ୪୨, ବୌଦ୍ଧ ୪୧, ନୂଆପଡ଼ାରୁ ୪୧, ନୟାଗଡ଼ରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡ଼ାରୁ ୨୭ କୋରାପୁଟରୁ ୨୬, ଦେବଗଡ଼ରୁ ୧୫, ଗଜପତିରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

Related story