ଆରୋଗ୍ୟ ହେଲେ ୩୦୩୪ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୯ ହଜାର ୩୯୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 21 from Boudh12 from Nuapada5 from Deogarh The total recovered cases of Odisha now stand at 99398 — H & FW Dept Odisha (@HFWOdisha) September […]

corona

Manoranjan Sial
  • Published: Monday, 07 September 2020
  • , Updated: 07 September 2020, 08:27 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୯ ହଜାର ୩୯୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1302972017851822080?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୮୯୨ ଜଣ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୨୪୨, ଗଞ୍ଜାମରୁ ୧୫୪, କଟକରୁ ୧୫୦, ରାୟଗଡ଼ାରୁ ୧୩୯, ବାଲେଶ୍ୱରରୁ ୯୭, ସୁନ୍ଦରଗଡ଼ରୁ ୯୭, କେନ୍ଦୁଝରରୁ ୯୫, ସମ୍ବଲପୁରରୁ ୮୩, କେନ୍ଦ୍ରାପଡ଼ାରୁ ୮୦, ଯାଜପୁରରୁ ୭୯, କୋରାପୁଟରୁ ୭୯, ଝାରସୁଗୁଡ଼ାରୁ ୭୦, ମାଲକାନଗିରିରୁ ୬୮, ଜଗତସିଂହପୁରରୁ ୫୭, ଢେଙ୍କାନାଳରୁ ୫୬, ଅନୁଗୋଳରୁ ୪୯, ବଲାଙ୍ଗିରରୁ ୪୬, ଭଦ୍ରକରୁ ୪୨, କନ୍ଧମାଳରୁ ୪୦, ସୁବର୍ଣ୍ଣପୁରରୁ ୪୦, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୩୧, ଗଜପତିରୁ ୨୬, କଳାହାଣ୍ଡିରୁ ୨୩, ବୌଦ୍ଧରୁ ୨୧, ନୂଆପଡ଼ାରୁ ୧୨ ଓ ଦେବଗଡ଼ରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story