ଆରୋଗ୍ୟ ହେଲେ ୩୨୭୮ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୨୭୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୭ ହଜାର ୩୫୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 107 from Koraput104 from Sundargarh98 from Bhadrak89 from Jharsuguda88 from Kandhamal77 from Jagatsinghpur69 from Keonjhar67 from Sambalpur66 from Dhenkanal47 from Nabarangpur43 from Gajapati35 from Kendrapara25 from Nuapada24 […]

corona

Manoranjan Sial
  • Published: Thursday, 03 September 2020
  • , Updated: 03 September 2020, 08:53 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୨୭୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୭ ହଜାର ୩୫୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1301512936922525697?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୧ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୩୬୮, କଟକରୁ ୨୩୦, ଯାଜପୁରରୁ ୧୯୫, ରାୟଗଡ଼ାରୁ ୧୮୭, ବରଗଡ଼ରୁ ୧୮୫, ବାଲେଶ୍ୱରରୁ ୧୨୪, ପୁରୀରୁ ୧୨୨, ନୟାଗଡ଼ରୁ ୧୨୧, ମାଲକାନଗିରି ୧୧୭, ମୟୂରଭଞ୍ଜରୁ ୧୧୭, କୋରାପୁଟରୁ ୧୦୭, ସୁନ୍ଦରଗଡ଼ରୁ ୧୦୪, ଭଦ୍ରକରୁ ୯୮, ଝାରସୁଗୁଡ଼ାରୁ ୮୯, କନ୍ଧମାଳରୁ ୮୮, ଜଗତସିଂହପୁରରୁ ୭୭, କେନ୍ଦୁଝରରୁ ୬୯, ସମ୍ବଲପୁରରୁ ୬୭, ଢେଙ୍କାନାଳରୁ ୬୬, ନବରଙ୍ଗପୁରରୁ ୪୭, ଗଜପତିରୁ ୪୩, କେନ୍ଦ୍ରାପଡ଼ାରୁ ୩୫, ନୂଆପଡ଼ାରୁ ୨୫, ବଲାଙ୍ଗିରରୁ ୨୪, କଳାହାଣ୍ଡିରୁ ୨୪, ସୁବର୍ଣ୍ଣପୁରରୁ ୨୩, ବୌଦ୍ଧରୁ ୮, ଦେବଗଡ଼ରୁ ୫ ଓ ଅନୁଗୋଳରୁ ୨ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story