ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୩୩୦୩ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୪୦୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1301153807678595074?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୬୫୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ ୨୦୯, ରାୟଗଡ଼ାରୁ ୧୮୫, ସମ୍ୱଲପୁରରୁ ୧୭୨, କୋରାପୁଟରୁ ୧୪୯, ପୁରୀରୁ ୧୨୮, ନୟାଗଡ଼ରୁ ୧୨୫, ମୟୂରଭଞ୍ଜରୁ ୧୦୪, କେନ୍ଦୁଝରରୁ ୯୦, ସୁନ୍ଦରଗଡ଼ରୁ ୮୭, ଅନୁଗୋଳରୁ ୮୦, ବାଲେଶ୍ୱରରୁ ୭୯, ମାଲକାନଗିରିରୁ ୭୬, କନ୍ଧମାଳରୁ ୫୫, ଭଦ୍ରକରୁ ୪୯, ଜଗତସିଂହପୁରରୁ ୪୯, ବଲାଙ୍ଗିରିରୁ ୪୭, ଗଜପତିରୁ ୩୭, ବରଗଡ଼ରୁ ୩୫, ନୂଆପଡ଼ାରୁ ୩୫, ନବରଙ୍ଗପୁରରୁ ୩୪, ଢେଙ୍କାନାଳରୁ ୩୨, କେନ୍ଦ୍ରାପଡ଼ାରୁ ୩୦, ସୋନପୁରରୁ ୨୫, ଝାରସୁଗୁଡ଼ାରୁ ୧୩, ଦେବଗଡ଼ରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।
Miscellaneous
ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର
ପ୍ରତ୍ୟେକ ଗାଁରେ ସର୍ଭେ କରିବେ ନିର୍ଦ୍ଦିଷ୍ଟ ବ୍ଲକ କର୍ମଚାରୀ। ଗ୍ରାମସଭା ଡାକି ସମସ୍ତ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ଅନୁମୋଦନ କରାଯିବ।
Miscellaneous
ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ
ଚାଷୀଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ।