ଆରୋଗ୍ୟ ହେଲେ ୩୩୦୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୩୩୦୩ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୪୦୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 14 from Kalahandi13 from Jharsuguda8 from Deogarh The total recovered cases of Odisha now stand at 84073 — H & FW Dept Odisha (@HFWOdisha) September 2, 2020 ଆଜି ଆରୋଗ୍ୟ […]

corona

corona

Manoranjan Sial
  • Published: Wednesday, 02 September 2020
  • Updated: 02 September 2020, 08:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୩୩୦୩ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୪୦୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1301153807678595074?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୬୫୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ ୨୦୯, ରାୟଗଡ଼ାରୁ ୧୮୫, ସମ୍ୱଲପୁରରୁ ୧୭୨, କୋରାପୁଟରୁ ୧୪୯, ପୁରୀରୁ ୧୨୮, ନୟାଗଡ଼ରୁ ୧୨୫, ମୟୂରଭଞ୍ଜରୁ ୧୦୪, କେନ୍ଦୁଝରରୁ ୯୦, ସୁନ୍ଦରଗଡ଼ରୁ ୮୭, ଅନୁଗୋଳରୁ ୮୦, ବାଲେଶ୍ୱରରୁ ୭୯, ମାଲକାନଗିରିରୁ ୭୬, କନ୍ଧମାଳରୁ ୫୫, ଭଦ୍ରକରୁ ୪୯, ଜଗତସିଂହପୁରରୁ ୪୯, ବଲାଙ୍ଗିରିରୁ ୪୭, ଗଜପତିରୁ ୩୭, ବରଗଡ଼ରୁ ୩୫, ନୂଆପଡ଼ାରୁ ୩୫, ନବରଙ୍ଗପୁରରୁ ୩୪, ଢେଙ୍କାନାଳରୁ ୩୨, କେନ୍ଦ୍ରାପଡ଼ାରୁ ୩୦, ସୋନପୁରରୁ ୨୫, ଝାରସୁଗୁଡ଼ାରୁ ୧୩, ଦେବଗଡ଼ରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story