ସୁସ୍ଥ ହେଲେ ୩୩୭୮ କରୋନା ଆକ୍ରାନ୍ତ, ଆଗରେ କଟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ୩୩୭୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୭୩୫୭୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 3378 Covid patients have recovered and are being discharged on 27.09.2020 540 from Cuttack289 from Khordha200 from Puri176 from Jajapur141 from Rayagada137 from Kandhamal137 from Sundargarh130 from […]

corona

corona

Manoranjan Sial
  • Published: Sunday, 27 September 2020
  • Updated: 27 September 2020, 08:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ୩୩୭୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୭୩୫୭୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1310224484419264514?s=20

ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ କଟକ ଜିଲ୍ଲାରୁ ୫୪୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୬୭,  ରାୟଗଡ଼ାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡ଼ରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ୱଲପୁରରୁ ୧୨୭, କେନ୍ଦ୍ରାପଡ଼ାରୁ ୧୨୩, ଜଗତସିଂହପୁରରୁ ୧୧୫, ବାଲେଶ୍ୱରରୁ ୧୧୧, କେନ୍ଦୁଝରରୁ ୧୦୨, ବରଗଡ଼ରୁ ୧୦୦, କୋରାପୁଟରୁ ୯୯, ଝାରସୁଗୁଡ଼ାରୁ ୮୬, ନବରଙ୍ଗପୁରରୁ ୮୪, ସୋନପୁରରୁ ୮୦, କଳାହାଣ୍ଡିରୁ ୭୬,  ବଲାଙ୍ଗିରରୁ ୬୮, ମାଲକାନଗିରିରୁ ୬୩,  ନୂଆପଡ଼ାରୁ ୪୯, ଭଦ୍ରକରୁ ୪୭, ଅନୁଗୋଳରୁ ୪୫, ଢେଙ୍କାନାଳରୁ ୪୪, ଗଞ୍ଜାମ ୪୨, ନୟାଗଡ଼ରୁ ୩୬, ଗଜପତିରୁ ୩୧,  ବୌଦ୍ଧରୁ ୧୪, ଦେବଗଡ଼ରୁ ୭ ଓ ଷ୍ଟେଟ୍‌ ପୁଲରୁ ୭୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story