ଆରୋଗ୍ୟ ହେଲେ ୩୪୪୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କରୋନରୁ ସୁସ୍ଥ ହେଲେ ୩୪୪୩ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୩,୭୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 12 from Kalahandi11 from Boudh8 from Deogarh5 from Anugul The total recovered cases of Odisha now stand at 93774 — H & FW Dept Odisha (@HFWOdisha) September 5, […]

coronavirus-in-india

Manoranjan Sial
  • Published: Saturday, 05 September 2020
  • , Updated: 05 September 2020, 08:03 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କରୋନରୁ ସୁସ୍ଥ ହେଲେ ୩୪୪୩ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୩,୭୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1302245792615288834?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୯୫୧ ଜଣ ଅଛନ୍ତି। ସେହିପରି କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡ଼ାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪, ବାଲେଶ୍ୱରରୁ ୧୩୭, ନୟାଗଡ଼ରୁ ୧୧୭, କୋରାପୁଟରୁ ୧୧୦, ଜଗତସିଂହପୁରରୁ ୧୦୭, ପୁରୀରୁ ୧୦୫, ସମ୍ୱଲପୁରରୁ ୧୦୦, ଝାରସୁଗୁଡ଼ାରୁ ୬୭, ମାଲକାନଗିରିରୁ ୬୪, ବଲାଙ୍ଗିରିରୁ ୬୧, କେନ୍ଦ୍ରାପଡ଼ାରୁ ୬୧, ବରଗଡ଼ରୁ ୫୬, କେନ୍ଦୁଝରରୁ ୫୪, ସୋନପୁରରୁ ୪୧, ସୁନ୍ଦରଗଡ଼ରୁ ୩୮, ନବରଙ୍ଗପୁରରୁ ୩୩, କନ୍ଧମାଳରୁ ୨୪, ଗଜପତିରୁ ୨୩, ନୂଆପଡ଼ାରୁ ୨୩, କଳାହାଣ୍ଡିରୁ ୧୨, ବୌଦ୍ଧରୁ ୧୧, ଦେବଗଡ଼ରୁ ୮ ଓ ଅନୁଗୋଳରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story