ଆରୋଗ୍ୟ ହେଲେ ୩୪୫୫ କରୋନା ଆକ୍ରାନ୍ତ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୪୫୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୧୩୬୭୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 3455 Covid patients have recovered and are being discharged on 07.10.2020 571 from Khordha292 from Cuttack254 from Puri175 from Anugul166 from Jajapur133 from Bargarh126 from Mayurbhanj120 from Baleswar116 […]

india-corona

Manoranjan Sial
  • Published: Wednesday, 07 October 2020
  • , Updated: 07 October 2020, 07:21 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୪୫୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୧୩୬୭୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1313823452210454529?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ଖୋର୍ଦ୍ଧାରୁ ୫୭୧ ଜଣ ଅଛନ୍ତି। ସେହିପରି କଟକରୁ ୧୯୨, ପୁରୀରୁ ୨୫୪, ଅନୁଗୋଳରୁ ୧୭୫, ଯାଜପୁରରୁ ୧୬୬, ବରଗଡ଼ରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ୱଲପୁରରୁ ୧୧୬, ବଲାଙ୍ଗିରିରୁ ୧୦୪, କେନ୍ଦୁଝରରୁ ୧୦୧, କେନ୍ଦ୍ରାପଡ଼ାରୁ ୯୯, ଜଗତସିଂହପୁରରୁ ୮୪, ଝାରସୁଗୁଡ଼ାରୁ ୮୪, ନୂଆପଡ଼ାରୁ ୭୨, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୭୦, ଢେଙ୍କାନାଳରୁ ୬୧, କନ୍ଧମାଳରୁ ୬୧, ମାଲକାନଗିରିରୁ ୫୮, ଭଦ୍ରକରୁ ୫୬, ସୋନପୁରରୁ ୫୬, ସୁନ୍ଦରଗଡ଼ରୁ ୫୪, କଳାହାଣ୍ଡିରୁ ୪୧, ରାୟଗଡ଼ାରୁ ୪୧, କୋରାପୁଟରୁ ୩୫, ଗଞ୍ଜାମରୁ ୩୪, ଗଜପତିରୁ ୩୩, ବୌଦ୍ଧରୁ ୩୧, ଦେବଗଡ଼ରୁ ୧୩ ଓ ଷ୍ଟେଟ୍‌ ପୁଲରୁ ୨୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story