ଆରୋଗ୍ୟ ହେଲେ ୩୬୦୭ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୬୦୭ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୩୩୪୬୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
Another 3607 Covid patients have recovered and are being discharged on 17.09.2020
1037 from Khordha
415 from Puri
299 from Cuttack
140 from Bolangir
128 from Mayurbhanj
127 from Jajapur
112 from Baleswar
107 from Sundargarh
105 from Jagatsinghpur
104 from Nabarangpur— H & FW Dept Odisha (@HFWOdisha) September 17, 2020
ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୩୭ ଜଣ ଅଛନ୍ତି। ସେହିପରି ପୁରୀରୁ ୪୧୫, କଟକରୁ ୨୯୯, ବଲାଙ୍ଗିରିରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୨, ସୁନ୍ଦରଗଡ଼ରୁ ୧୦୭, ଜଗତସିଂହପୁରରୁ ୧୦୫, ନବରଙ୍ଗପୁରରୁ ୧୦୪, ସୋନପୁରରୁ ୧୦୦, ବରଗଡ଼ରୁ ୮୪, କେନ୍ଦ୍ରାପଡ଼ାରୁ ୮୪, ଝାରସୁଗୁଡ଼ାରୁ ୮୨, ରାୟଗଡ଼ାରୁ ୮୦, ଗଞ୍ଜାମରୁ୭୫, କୋରାପୁଟରୁ ୭୫, ସମ୍ୱଲପୁରରୁ ୭୧, ନୟାଗଡ଼ରୁ ୫୫, ଭଦ୍ରକରୁ ୫୪, ନୂଆପଡ଼ାରୁ ୪୪, କେନ୍ଦୁଝରରୁ ୪୩, ମାଲକାନଗିରିରୁ ୩୭, ବୌଦ୍ଧରୁ ୩୦, ଢେଙ୍କାନାଳରୁ ୨୮, ଗଜପତିରୁ ୨୬, କଳାହାଣ୍ଡିରୁ ୧୯, ଦେବଗଡ଼ରୁ ୧୮, କନ୍ଧମାଳରୁ ୧୬ ଓ ଅନୁଗୋଳରୁ ୧୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।