ଆରୋଗ୍ୟ ହେଲେ ୩୭୦୪ କରୋନା ଆକ୍ରାନ୍ତ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 3704 Covid patients have recovered and are being discharged on 21.09.2020 796 from Khordha320 from Cuttack256 from Puri151 from Jharsuguda147 from Kendrapara136 from Bolangir136 from Sundargarh132 from Bargarh120 […]

corona

corona

Manoranjan Sial
  • Published: Monday, 21 September 2020
  • Updated: 21 September 2020, 08:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1308038622226993153?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୯୬ ଜଣ ଅଛନ୍ତି। ସେହିପରି କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡ଼ାରୁ ୧୫୧, କେନ୍ଦ୍ରାପଡ଼ାରୁ ୧୪୭, ବଲାଙ୍ଗିରିରୁ ୧୩୬, ସୁନ୍ଦରଗଡ଼ରୁ ୧୩୬, ବରଗଡ଼ରୁ ୧୩୨, ମୟୂରଭଞ୍ଜରୁ ୧୨୦, ନବରଙ୍ଗପୁରରୁ ୧୨୦, ଯାଜପୁରରୁ ୧୧୩, ସମ୍ୱଲପୁରରୁ ୧୧୧, କୋରାପୁଟରୁ ୯୯, ରାୟଗଡ଼ାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ୱରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡ଼ରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭, ଦେବଗଡ଼ରୁ ୨୩, ଅନୁଗୋଳରୁ ୨୨, ଗଜପତିରୁ ୨୨, ନୂଆପଡ଼ାରୁ ୧୧ ଓ ଷ୍ଟେଟ୍‌ ପୁଲରୁ ୧୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos