ଆରୋଗ୍ୟ ହେଲେ ୩୭୭୯ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରୁ ଆରୋଗ୍ୟ ହେଲେ ୩୭୭୯ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୬୧୦୪୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 3779 Covid patients have recovered and are being discharged on 24.09.2020 550 from Khordha427 from Cuttack158 from Puri155 from Baleswar152 from Bargarh152 from Jharsuguda135 from Kandhamal135 from […]

corona-updates

corona-updates

Manoranjan Sial
  • Published: Thursday, 24 September 2020
  • Updated: 24 September 2020, 08:28 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରୁ ଆରୋଗ୍ୟ ହେଲେ ୩୭୭୯ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୬୧୦୪୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1309139074171711489?s=20

ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୦ ଜଣ ଅଛନ୍ତି। ସେହିପରି କଟକରୁ ୪୨୭, ପୁରୀରୁ ୧୫୮, ବାଲେଶ୍ୱରରୁ ୧୫୫, ବରଗଡ଼ରୁ ୧୫୨, ଝାରସୁଗୁଡ଼ାରୁ ୧୫୨, କନ୍ଧମାଳରୁ ୧୩୫, ମୟୂରଭଞ୍ଜରୁ ୧୩୫, ସମ୍ୱଲପୁରରୁ ୧୨୭, ରାୟଗଡ଼ାରୁ ୧୧୮, ଯାଜପୁରରୁ ୧୧୩, ଜଗତସିଂହପୁରରୁ ୧୦୫, ଗଞ୍ଜାମରୁ ୯୯, ବଲାଙ୍ଗିରରୁ ୯୮, ଭଦ୍ରକରୁ ୯୨, ନବରଙ୍ଗପୁରରୁ ୮୧, ନୂଆପଡ଼ାରୁ ୭୭, କେନ୍ଦୁଝରରୁ ୭୬, ଢେଙ୍କାନାଳରୁ ୭୪, କେନ୍ଦ୍ରାପଡ଼ାରୁ ୬୯, କୋରାପୁଟରୁ ୬୯, କଳାହାଣ୍ଡି ୬୫, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୨, ଗଜପତିରୁ ୫୮, ନୟାଗଡ଼ରୁ ୪୭, ମାଲକାନଗିରିରୁ ୪୬, ବୌଦ୍ଧରୁ ୪୪, ଅନୁଗୋଳରୁ ୩୯, ଦେବଗଡ଼ରୁ ୭ ଓ ଷ୍ଟେଟ୍‌ ପୁଲରୁ ୨୮୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story