/odisha-reporter/media/post_attachments/uploads/2020/12/corona-3.jpg)
corona
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୩୮୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୨୪୭୭୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
Advertisment
https://twitter.com/HFWOdisha/status/1343928949462638600?s=20
ଆଜି ରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସୁନ୍ଦରଗଡ଼ରୁ ସର୍ବାଧିକ ୫୨ ଜଣ ଅଛନ୍ତି। ସେହିପରି ଝାରସୁଗୁଡ଼ାରୁ ୩୬, ଖୋର୍ଦ୍ଧାରୁ ୩୫, ଅନୁଗୋଳରୁ ୩୨, କଟକରୁ ୨୬, ନୂଆପଡ଼ାରୁ ୨୫, ପୁରୀରୁ ୨୪, ମୟୂରଭଞ୍ଜରୁ ୨୧, ସମ୍ୱଲପୁରରୁ ୧୮, ବଲାଙ୍ଗିରିରୁ ୧୫, ବାଲେଶ୍ୱରରୁ ୧୪, କେନ୍ଦ୍ରାପଡ଼ାରୁ ୧୩, ଯାଜପୁରରୁ ୧୨, ବରଗଡ଼ରୁ ୧୦, କେନ୍ଦୁଝରରୁ ୧୦, କଳାହାଣ୍ଡିରୁ ୭, ଜଗତସିଂହପୁରରୁ ୬, ନବରଙ୍ଗପୁରରୁ ୪, ଦେବଗଡ଼ରୁ ୩, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, କୋରାପୁଟରୁ ୨, ମାଲକାନଗିରିରୁ ୨, ନୟାଗଡ଼ରୁ ଜଣେ, ରାୟଗଡ଼ାରୁ ଜଣେ ଓ ଷ୍ଟେଟ୍ପୁଲରୁ ୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
