ଆରୋଗ୍ୟ ହେଲେ ୩୮୩୪ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୩୮୩୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୩୨୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ରାଜ୍ୟରେ ଆରୋଗ୍ୟ ହେଲେ ୩୮୩୪ କରୋନା ଆକ୍ରାନ୍ତ #Odisha #CoronaInOdisha https://t.co/ZEbEGreeLo — Odisha Reporter (@OdishaReporter) September 22, 2020 ଆରୋଗ୍ୟ ହୋଇଥିବା କରୋନାଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୫୨୫ ଜଣ ଅଛନ୍ତି। ସେହିପରି କଟକରୁ […]

corona-updates

Manoranjan Sial
  • Published: Tuesday, 22 September 2020
  • , Updated: 22 September 2020, 07:53 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୩୮୩୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୩୨୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/OdishaReporter/status/1308408087192236032?s=20

ଆରୋଗ୍ୟ ହୋଇଥିବା କରୋନାଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୫୨୫ ଜଣ ଅଛନ୍ତି। ସେହିପରି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୋଳରୁ ୨୧୦, ବରଗଡ଼ରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗିରରୁ ୧୮୩, କେନ୍ଦ୍ରାପଡ଼ାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ୱଲପୁରରୁ ୧୩୮, ଜଗତସିଂହପୁରରୁ ୧୨୩, ମୟୂରଭଞ୍ଜରୁ ୧୨୨,  ଯାଜପୁରରୁ ୧୧୮, କନ୍ଧମାଳରୁ ୧୧୦, ସୁନ୍ଦରଗଡ଼ରୁ ୧୧୦, ନବରଙ୍ଗପୁରରୁ ୯୭, ସୋନପୁରରୁ ୯୩, ନୂଆପଡ଼ାରୁ ୯୧, କୋରାପୁଟରୁ ୭୪, ଝାରସୁଗୁଡ଼ାରୁ ୭୦, କେନ୍ଦୁଝରରୁ ୫୫, ନୟାଗଡ଼ରୁ ୫୫, ଭଦ୍ରକରୁ ୫୩, ବୌଦ୍ଧରୁ ୪୧, ମାଲକାନଗିରିରୁ ୨୭, ରାୟଗଡ଼ାରୁ ୨୨, ଦେବଗଡ଼ରୁ ୨୦, ଢେଙ୍କାନାଳରୁ ୧୭, ଗଞ୍ଜାମରୁ ୧୭, ଗଜପତିରୁ ୧୩ ଓ ଷ୍ଟେଟ୍‌ ପୁଲରୁ ୧୦୬ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Related story