ସୁସ୍ଥ ହେଲେ ୩୮୮୫ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨ ଲକ୍ଷ ୨୩ ହଜାର ୨୭୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
Another 3885 Covid patients have recovered and are being discharged on 10.10.2020
1143 from Khordha
325 from Cuttack
193 from Puri
159 from Jharsuguda
133 from Baleswar
129 from Mayurbhanj
126 from Jajapur
124 from Keonjhar
122 from Kendrapara
121 from Sundargarh— H & FW Dept Odisha (@HFWOdisha) October 10, 2020
ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୪୩ ଜଣ ଅଛନ୍ତି। କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡ଼ାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪, କେନ୍ଦ୍ରାପଡ଼ାରୁ୧୨୨, ସୁନ୍ଦରଗଡ଼ରୁ ୧୨୧, କଳାହାଣ୍ଡିରୁ ୧୧୨, ବଲାଙ୍ଗିରରୁ ୧୦୩, ବରଗଡ଼ରୁ ୮୧, ନୂଆପଡ଼ାରୁ ୮୦, ଢେଙ୍କାନାଳରୁ ୭୯, ଜଗତସିଂହପୁରରୁ ୭୨, ସମ୍ବଲପୁରରୁ ୭୨, ରାୟଗଡ଼ାରୁ ୭୦, ଭଦ୍ରକରୁ ୬୪, କନ୍ଧମାଳରୁ ୫୯, ନବରଙ୍ଗପୁରରୁ ୫୬, ନୟାଗଡ଼ରୁ ୫୨, ସୁବର୍ଣ୍ଣପୁରରୁ ୫୦, କୋରାପୁଟରୁ ୪୮, ଗଞ୍ଜାମରୁ ୪୨, ବୌଦ୍ଧରୁ ୨୮, ମାଲକାନଗିରିରୁ ୨୮, ଅନୁଗୋଳରୁ ୧୯, ଦେବଗଡ଼ରୁ ୧୬, ଗଜପତିରୁ ୧୫ ଓ ଷ୍ଟେଟ୍ ପୁଲରୁ ୧୬୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।