ସୁସ୍ଥ ହେଲେ ୩୮୮୫ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨ ଲକ୍ଷ ୨୩ ହଜାର ୨୭୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 3885 Covid patients have recovered and are being discharged on 10.10.2020 1143 from Khordha325 from Cuttack193 from Puri159 from Jharsuguda133 from Baleswar129 from […]

Corona-4-1-1

Manoranjan Sial
  • Published: Saturday, 10 October 2020
  • , Updated: 10 October 2020, 09:38 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨ ଲକ୍ଷ ୨୩ ହଜାର ୨୭୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1314938592532156416?s=20

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୪୩ ଜଣ ଅଛନ୍ତି। କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡ଼ାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪, କେନ୍ଦ୍ରାପଡ଼ାରୁ୧୨୨, ସୁନ୍ଦରଗଡ଼ରୁ ୧୨୧, କଳାହାଣ୍ଡିରୁ ୧୧୨, ବଲାଙ୍ଗିରରୁ ୧୦୩, ବରଗଡ଼ରୁ ୮୧, ନୂଆପଡ଼ାରୁ ୮୦, ଢେଙ୍କାନାଳରୁ ୭୯, ଜଗତସିଂହପୁରରୁ ୭୨, ସମ୍ବଲପୁରରୁ ୭୨, ରାୟଗଡ଼ାରୁ ୭୦, ଭଦ୍ରକରୁ ୬୪, କନ୍ଧମାଳରୁ ୫୯, ନବରଙ୍ଗପୁରରୁ ୫୬, ନୟାଗଡ଼ରୁ ୫୨, ସୁବର୍ଣ୍ଣପୁରରୁ ୫୦, କୋରାପୁଟରୁ ୪୮, ଗଞ୍ଜାମରୁ ୪୨, ବୌଦ୍ଧରୁ ୨୮, ମାଲକାନଗିରିରୁ ୨୮, ଅନୁଗୋଳରୁ ୧୯, ଦେବଗଡ଼ରୁ ୧୬, ଗଜପତିରୁ ୧୫ ଓ ଷ୍ଟେଟ୍‌ ପୁଲରୁ ୧୬୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

Related story