ଆରୋଗ୍ୟ ହେଲେ ୩୮୯୬ କରୋନା ଆକ୍ରାନ୍ତ; ଆଗରେ ରହିଛି ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୮୯୬ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 3896 Covid patients have recovered and are being discharged on 29.09.2020 657 from Khordha442 from Cuttack226 from Baleswar217 from Anugul182 from Puri171 from Jagatsinghpur162 from Mayurbhanj153 from Jajapur151 […]

corona

corona

Manoranjan Sial
  • Published: Tuesday, 29 September 2020
  • Updated: 29 September 2020, 08:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୩୮୯୬ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1310939191098966016?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫୭ ଜଣ ଅଛନ୍ତି। ସେହିପରି କଟକରୁ ୪୪୨, ବାଲେଶ୍ୱରରୁ ୨୨୬, ଅନୁଗୋଳରୁ ୨୧୭, ପୁରୀରୁ ୧୮୨, ଜଗତସିଂହପୁରରୁ ୧୭୧, ମୟୂରଭଞ୍ଜରୁ ୧୬୨, ଯାଜପୁର ୧୫୩, ଝାରସୁଗୁଡ଼ା ୧୫୧, କୋରାପୁଟରୁ ୧୨୬, ସୁନ୍ଦରଗଡ଼ରୁ ୧୧୯, ନୟାଗଡ଼ରୁ ୧୧୫, କେନ୍ଦ୍ରାପଡ଼ାରୁ ୧୧୨, ସମ୍ୱଲପୁରରୁ ୧୧୦, କଳାହାଣ୍ଡିରୁ ୧୦୪, ବରଗଡ଼ରୁ ୯୭, ନବରଙ୍ଗପୁରରୁ ୭୬, ଭଦ୍ରକରୁ ୭୪, ମାଲକାନଗିରିରୁ ୭୨, ସୋନପୁରରୁ ୭୦, ବଲାଙ୍ଗିରରୁ ୬୮, କେନ୍ଦୁଝରରୁ ୫୫, ନୂଆପଡ଼ାରୁ ୪୯, ଢେଙ୍କାନାଳରୁ ୪୫, ଗଞ୍ଜାମରୁ ୪୦, କନ୍ଧମାଳରୁ ୪୦, ରାୟଗଡ଼ାରୁ ୨୫, ବୌଦ୍ଧରୁ ୨୦, ଗଜପତିରୁ ୧୫, ଦେବଗଡ଼ରୁ ୧୨ ଓ ଷ୍ଟେଟ୍‌ ପୁଲରୁ ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos