ଫୁଲୁଛି ମହାନଦୀ, ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର(ସଞ୍ଜୟ ଜେନା): ଛତିଶଗଡ଼ରେ ଲଗାଣ ବର୍ଷା ହେତୁ ଫୁଲୁଛି ମହାନଦୀ।  ଗତକାଲି ସୁଦ୍ଧା ହୀରାକୁଦ ଡ୍ୟାମ୍‌ର ୨୪ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଆଜି ଆଉ ୪ଟି ଗେଟ୍ ଖୋଲିଛି । ଏଥିସହ ଏ ଯାବତ ହୀରାକୁଦ ଡ୍ୟାମର ସମୁଦାୟ ୨୮ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ । ଆଜି ସକାଳ ୭ଟାରେ ହୀରାକୁଦ ଜଳସ୍ତର ୬୨୮.୪୧ ଫୁଟ ଥିଲା । ଏହାପରେ  ଜଳସ୍ତର ବଢ଼ି ୮ଟାରେ ତାହା ୬୨୮.୪୫ ଫୁଟ  ଓ ୯ଟାରେ ୬୨୮.୫୦ […]

hirakud  dam

hirakud dam

Niharika Rout
  • Published: Thursday, 16 September 2021
  • Updated: 16 September 2021, 01:31 PM IST

ସମ୍ବଲପୁର(ସଞ୍ଜୟ ଜେନା): ଛତିଶଗଡ଼ରେ ଲଗାଣ ବର୍ଷା ହେତୁ ଫୁଲୁଛି ମହାନଦୀ।  ଗତକାଲି ସୁଦ୍ଧା ହୀରାକୁଦ ଡ୍ୟାମ୍‌ର ୨୪ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଆଜି ଆଉ ୪ଟି ଗେଟ୍ ଖୋଲିଛି । ଏଥିସହ ଏ ଯାବତ ହୀରାକୁଦ ଡ୍ୟାମର ସମୁଦାୟ ୨୮ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ ।

ଆଜି ସକାଳ ୭ଟାରେ ହୀରାକୁଦ ଜଳସ୍ତର ୬୨୮.୪୧ ଫୁଟ ଥିଲା । ଏହାପରେ  ଜଳସ୍ତର ବଢ଼ି ୮ଟାରେ ତାହା ୬୨୮.୪୫ ଫୁଟ  ଓ ୯ଟାରେ ୬୨୮.୫୦ ଫୁଟରେ ପହଞ୍ଚିଥିଲା। ଏହାପରେ ୧୦ଟାରେ ଜଳସ୍ତର ୬୨୮.୫୬ ଫୁଟ୍ ଥିବା ବେଳେ ୧୧ଟାରେ ୬୨୮.୬୨ ଫୁଟରେ ପହଞ୍ଚିଛି ।

ହୀରାକୁଦରେ ୨୮ଟି ଗେଟ୍‌ ଖୋଲା ଯାଇଥିଲେ ବି  ମୁଣ୍ଡଳିରେ ସ୍ଥିତି ନିରାପଦ ରହିଛି । ଏଠାରେ  ବିପଦ ସଂକେତ ୯୭.୨୫ ଫୁଟ୍ ଥିବାବେଳେ ବର୍ତ୍ତମାନ ଜଳ ପତ୍ତନ ଏହାର ବହୁ ତଳେ ରହିଛି । ବ୍ୟାରେଜର ସମସ୍ତ ଗେଟ୍ ଖୋଲାଯାଇଛି । ଫଳରେ ମୁଣ୍ଡଳୀ ଦେଇ ଏବେ ସାଢ଼େ ୫ ଲକ୍ଷରୁ ୬ ଲକ୍ଷ କ୍ୟୁସେକ୍ ପାଣି ପ୍ରବାହିତ ହେଉଛି।

କଟକ ଜିଲ୍ଲା ମୁଣ୍ଡଳିରେ ଆଜି ସକାଳେ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ଜଳ ସଂପଦ ବିଭାଗ ସଚିବ ଅନୁ ଗର୍ଗ ।  ଏହି ସମୟରେ ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ ଓ ମୁଣ୍ଡଳି ବ୍ୟାରେଜର ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

ଆଜି ହୀରାକୁଦରେ ଅଧିକ ଗେଟ୍ ଖୋଲାଯାଇଥିଲେ ବି ସେ ପାଣି ଆସି ଏଠାରେ ପହଞ୍ଚୁ ପହଞ୍ଚୁ ୧୮ ତାରିଖ ସକାଳ ହୋଇଯିବ । ସେତେବେଳକୁ ଏଠାରୁ ଜଳ ନିଷ୍କାସନ ହୋଇ ସାରିଥିବ । ଏଣୁ ୧୮ ତାରିଖ ସକାଳ ବେଳକୁ ମୁଣ୍ଡଳୀ ବ୍ୟାରେଜ ଦେଇ ୭ ଲକ୍ଷରୁ ସାଢ଼େ ୭ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ବୋଲି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ କହିଛନ୍ତି ।

ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ଦେଖି ମୁତୟନ କରାଯାଇଛି ୪ଟି  ଏନଡିଆରଏଫ୍‌ ଟିମ୍ । ରାଜ୍ୟ ସରକାରଙ୍କ ଅନୁରୋଧ ପରେ ମୁଣ୍ଡଳୀ ସେଣ୍ଟରରୁ ଏହି ଟିମ୍‌ ପଠାଯାଇଛି । ଯବାନମାନେ ରିଲିଫ୍, ଉଦ୍ଧାର ଓ ଥଇଥାନ କାମରେ ନିୟୋଜିତ ହେବେ ।

ଗତ ୧୪ ତାରିଖରେ ଗୋଟିଏ ଟିମ୍ ଭଦ୍ରକ ଯାଇଥିବା ବେଳେ ଆଜି ସକାଳୁ ତିନିଟି ଟିମ୍ କେନ୍ଦ୍ରାପଡ଼ା, କଟକ ଓ ପୁରୀ ଯାଉଛନ୍ତି । ପ୍ରତି ଟିମରେ ୨୫ ଜଣ ଲେଖାଏଁ ଯବାନ ଅଛନ୍ତି ଏହା ସହିତ ବାଲେଶ୍ୱର ଜିଲ୍ଲାରେ ଥିବା ଏନଡିଆରଏଫ୍‌ ରାପିଡ ରେସ୍ପନ୍ସ ସେଣ୍ଟରରେ ଥିବା ଗୋଟିଏ ଟିମ୍ ବାଲେଶ୍ୱରରେ ମୁତୟନ କରାଯାଇଛି । ମୁଣ୍ଡଳୀରେ ଆହୁରି ଅଧିକ ଟିମ୍ ମଧ୍ୟ ପ୍ରସ୍ତୁତ ହୋଇ ଅଛନ୍ତି । ଦରକାର ହେଲେ ସେମାନଙ୍କୁ ମଧ୍ୟ ମୁତୟନ କରାଯିବ ବୋଲି ଏନଡିଆରଏଫ୍‌ ପକ୍ଷରୁ କୁହାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story