ଦିନକରେ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବେନଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଆଜି ଓଡ଼ିଶାରେ ୪୦୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହ ରାଜ୍ୟରେ କରୋନା ଆରୋଗ୍ୟ ସଂଖ୍ୟା ୧୯୪୧୨୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 39 from Ganjam35 from Boudh33 from Dhenkanal16 from Deogarh13 from Gajapati313 from State Pool The total recovered […]

covid19

Ranjit Kumar Jena
  • Published: Friday, 02 October 2020
  • , Updated: 02 October 2020, 08:54 PM IST

ଭୁବେନଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଆଜି ଓଡ଼ିଶାରେ ୪୦୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହ ରାଜ୍ୟରେ କରୋନା ଆରୋଗ୍ୟ ସଂଖ୍ୟା ୧୯୪୧୨୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।

https://twitter.com/HFWOdisha/status/1312045049421602817?s=20

ଆଜି ପୁଣି ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୬୮୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୁଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡ଼ାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ ୧୩୦, ଭଦ୍ରକରୁ ୧୧୮, ବାଲେଶ୍ୱରରୁ ୧୧୫, ସମ୍ବଲପୁରରୁ ୧୧୧, ମୟୂରଭଞ୍ଜରୁ ୧୦୮, କେନ୍ଦୁଝରରୁ ୧୦୭, ବରଗଡ଼ରୁ ୧୦୬, ନୂଆପଡ଼ାରୁ ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ରାୟଗଡ଼ାରୁ ୯୯, ସୁନ୍ଦରଗଡ଼ରୁ ୯୮, ଝାରସୁଗୁଡ଼ାରୁ ୮୧, କୋରାପୁଟରୁ ୬୪, ସୋନପୁରରୁ ୬୧, କଳାହାଣ୍ଡିରୁ ୫୩, ମାଲକାନଗିରିରୁ ୪୮, ନୟାଗଡ଼ରୁ ୪୬, ବଲାଙ୍ଗିରରୁ ୪୫, ଗଞ୍ଜାମରୁ ୩୯, ବୌଦ୍ଧରୁ ୩୫, ଢେଙ୍କାନାଳରୁ ୩୩, ଦେବଗଡ଼ରୁ ୧୬, ଗଜପତିରୁ ୧୩ ଏବଂ ଷ୍ଟେଟ୍ ପୁଲରୁ ୩୧୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story