ଆରୋଗ୍ୟ ହେଲେ ୪୦୫୨ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୪୦୫୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 4052 Covid patients have recovered and are being discharged on 23.09.2020 716 from Khordha378 from Cuttack182 from Sundargarh181 from Puri164 from Jagatsinghpur152 from Jajapur150 from Jharsuguda146 from […]

corona-1

corona-1

Manoranjan Sial
  • Published: Wednesday, 23 September 2020
  • Updated: 23 September 2020, 08:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୪୦୫୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1308773721092452352?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୧୬ ଜଣ ଅଛନ୍ତି। ସେହିପରି କଟକରୁ ୩୭୮, ସୁନ୍ଦରଗଡ଼ରୁ ୧୮୨, ପୁରୀରୁ ୧୮୧, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୫୨, ଝାରସୁଗୁଡ଼ାରୁ ୧୫୦, ରାୟଗଡ଼ାରୁ ୧୪୬, ମୟୂରଭଞ୍ଜରୁ ୧୩୮, କେନ୍ଦ୍ରାପଡ଼ାରୁ ୧୨୯, ସମ୍ୱଲପୁରରୁ ୧୨୮, ସୋନପୁରରୁ ୧୨୬, ଅନୁଗୋଳରୁ ୧୨୨, ନୂଆପଡ଼ାରୁ ୧୨୧, ବାଲେଶ୍ୱରରୁ ୧୧୧, ନବରଙ୍ଗପୁରରୁ ୧୦୧, ବରଗଡ଼ରୁ ୯୭, କୋରାପୁଟରୁ ୯୧, କେନ୍ଦୁଝରରୁ ୮୩, କନ୍ଧମାଳରୁ ୭୨,  ଢେଙ୍କାନାଳରୁ ୭୧, ଭଦ୍ରକରୁ ୬୫, ଗଞ୍ଜାମରୁ ୫୫, ନୟାଗଡ଼ରୁ ୪୫, ବଲାଙ୍ଗିରରୁ ୪୪, ମାଲକାନଗିରିରୁ ୩୬, ଦେବଗଡ଼ରୁ ୨୦, ବୌଦ୍ଧରୁ ୧୭, ଗଜପତିରୁ ୧୫ ଓ ଷ୍ଟେଟ୍‌ ପୁଲରୁ ୨୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story