କରୋନାରୁ ଆରୋଗ୍ୟ ହେଲେ ୪୧୦୧; ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ରାଜ୍ୟରେ ୪୧୦୧ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୩୭୫୬୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 4101 Covid patients have recovered and are being discharged on 18.09.2020 782 from Khordha550 from Cuttack298 from Puri193 from Bolangir169 from Jajapur132 from Kendrapara121 from Sonepur115 […]

corona

corona

Manoranjan Sial
  • Published: Friday, 18 September 2020
  • Updated: 18 September 2020, 08:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ରାଜ୍ୟରେ ୪୧୦୧ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୩୭୫୬୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1306965931734659073?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୮୨ ଜଣ ଅଛନ୍ତି। ସେହିପରି କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗିରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡ଼ାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ନୂଆପଡ଼ାରୁ ୧୧୨, କନ୍ଧମାଳରୁ ୧୦୨, ଗଞ୍ଜାମରୁ ୯୮, ବରଗଡ଼ରୁ ୯୪, ରାୟଗଡ଼ାରୁ ୮୯, ବାଲେଶ୍ୱରରୁ ୮୦, ସମ୍ୱଲପୁରରୁ ୭୮, ଭଦ୍ରକରୁ ୭୭, କେନ୍ଦୁଝରରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡ଼ାରୁ ୫୯, ଢେଙ୍କାନାଳରୁ ୫୨, ମୟୂରଭଞ୍ଜରୁ ୪୯, ନୟାଗଡ଼ରୁ ୪୭, ବୌଦ୍ଧରୁ ୩୮, ମାଲକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡ଼ରୁ ୨୩, ଅନୁଗୋଳରୁ ୧୬, ଦେବଗଡ଼ରୁ ୧୦ ଓ ଷ୍ଟେଟ୍‌ ପୁଲ୍‌ରୁ ୩୨୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story