ଆରୋଗ୍ୟ ହେଲେ ୪୨୧୯ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୪୨୧୯ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ମୋଟ୍‌ ୧୮୫୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 4219 Covid patients have recovered and are being discharged on 30.09.2020 628 from Khordha494 from Cuttack264 from Puri232 from Jharsuguda209 from Anugul163 from Jagatsinghpur161 from […]

corona

corona

Manoranjan Sial
  • Published: Wednesday, 30 September 2020
  • Updated: 30 September 2020, 09:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୪୨୧୯ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ମୋଟ୍‌ ୧୮୫୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1311299909958524928?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୬୨୮ ଜଣ ଅଛନ୍ତି। ସେହିପରି କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡ଼ାରୁ ୨୩୨, ଅନୁଗୋଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡ଼ାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡ଼ାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗିରରୁ ୧୨୩, ବାଲେଶ୍ୱରରୁ ୧୧୯, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୧୩, ବରଗଡ଼ରୁ ୧୧୨, କନ୍ଧମାଳରୁ ୮୭, ଢେଙ୍କାନାଳରୁ ୮୫, କେନ୍ଦୁଝରରୁ ୮୩, ସୋନପୁରରୁ ୭୯, ନବରଙ୍ଗପୁରରୁ ୭୫, କୋରାପୁଟରୁ ୭୨, ଗଞ୍ଜାମରୁ ୬୧, ନୂଆପଡ଼ାରୁ ୬୦, ମାଲକାନଗିରିରୁ ୫୬, ସୁନ୍ଦରଗଡ଼ରୁ ୫୫, ନୟାଗଡ଼ରୁ ୫୪, ବୌଦ୍ଧରୁ ୪୯, ଗଜପତିରୁ ୩୯, କଳାହାଣ୍ଡିରୁ ୩୫, ଦେବଗଡ଼ରୁ ୨୧ ଓ ଷ୍ଟେଟ୍ ପୁଲରୁ ୧୬୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story