Advertisment

ଆରୋଗ୍ୟ ହେଲେ ୪୪୨ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୪୪୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୭୪୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 442 Covid patients have recovered and are being discharged on 09.12.2020 53 from Anugul43 from Sundargarh33 from Khordha33 from Rayagada30 from Mayurbhanj29 from Jajapur28 from Keonjhar25 from […]

author-image
Manoranjan Sial
ଅଦ୍ୟତନ ହୋଇଛି
କରୋନା: ଡାକ୍ତର ଓ ପାରାମେଡିକାଲ କର୍ମଚାରୀଙ୍କୁ ମିଳିବ ଦୈନିକ ୨୪୦ଟଙ୍କାର ଖାଦ୍ୟ ଭତ୍ତା

corona-3-1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୪୪୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୭୪୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1336677147411267584?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଅନୁଗୋଳରୁ ସର୍ବାଧିକ ୫୩ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୪୩, ଖୋର୍ଦ୍ଧାରୁ ୩୩, ରାୟଗଡ଼ାରୁ ୩୩, ମୟୂରଭଞ୍ଜରୁ ୩୦, ଯାଜପୁରରୁ ୨୯, କେନ୍ଦୁଝରରୁ ୨୮, କଟକରୁ ୨୫, କେନ୍ଦ୍ରାପଡ଼ାରୁ ୧୯, ନୂଆପଡ଼ାରୁ ୧୯, ବାଲେଶ୍ୱରରୁ ୧୮, ସମ୍ୱଲପୁରରୁ ୧୬, ଜଗତସିଂହପୁରରୁ ୧୩,  କଳାହାଣ୍ଡିରୁ ୧୩, ପୁରୀରୁ ୧୩, ବରଗଡ଼ରୁ ୭, ଗଞ୍ଜାମରୁ ୭, ବୌଦ୍ଧରୁ ୫, ଝାରସୁଗୁଡ଼ାରୁ ୫, ଭଦ୍ରକରୁ ୪, ବଲାଙ୍ଗିରରୁ ୪, ଢ଼େଙ୍କାନାଳରୁ ୪, କୋରାପୁଟରୁ ୪, ସୋନପୁରରୁ ୪, ଦେବଗଡ଼ରୁ ୩, କନ୍ଧମାଳରୁ ୨, ନବରଙ୍ଗପୁରରୁ ୨, ମାଲକାନଗିରିରୁ ଜଣେ ଓ ଷ୍ଟେଟ୍‌ ପୁଲରୁ ୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।