ସୁସ୍ଥ ହେଲେ ୪୫୩ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୪୫୩ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୧୩୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 10 from Gajapati 9 from Angul 6 from Kendrapara 4 from Koraput 3 from Cuttack 2 from Bhadrak1 each from Mayurbhanj, Nayagarh & Puri The total recovered cases of #Odisha […]

corona

corona

Manoranjan Sial
  • Published: Friday, 17 July 2020
  • Updated: 17 July 2020, 07:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୪୫୩ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୧୩୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1284117240963452929?s=20

ଆଜି ୭୧୮ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗିରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁରରୁ ୧୩, ମାଲକାନଗିରିରୁ ୧୩, ଯାଜପୁର ୧୦, ଗଜପତିରୁ ୧୦, ଅନୁଗୋଳରୁ ୯, କେନ୍ଦ୍ରାପଡ଼ାରୁ ୬, କୋରାପୁଟରୁ ୪,  କଟକରୁ ୩, ଭଦ୍ରକରୁ ୨; ମୟୂରଭଞ୍ଜ, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ୧୬୧୧୦ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୮୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧୩୩୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୭୮୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୨୬ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story