ଗଞ୍ଜାମରେ ଆଉ ୫୦ କରୋନା ଆକ୍ରାନ୍ତ ଚିହ୍ନଟ

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ଆଉ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ରେ ପହଞ୍ଚିଛି। ଅବଶ୍ୟ ସେମାନଙ୍କ ମଧ୍ୟରୁ ୭୬୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି। ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ନୂଆ କରି ଚିହ୍ନଟ ହୋଇଥିବା ଏହି ୫୦ କରୋନା ଆକ୍ରାନ୍ତଙ୍କୁ କୋଭିଡ୍ ହସ୍‌ପିଟାଲ୍‌କୁ […]

corona-1

corona-1

Jitendra Garnayak
  • Published: Friday, 26 June 2020
  • Updated: 26 June 2020, 08:51 AM IST

Sports

Latest News

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ଆଉ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ରେ ପହଞ୍ଚିଛି। ଅବଶ୍ୟ ସେମାନଙ୍କ ମଧ୍ୟରୁ ୭୬୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।

ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ନୂଆ କରି ଚିହ୍ନଟ ହୋଇଥିବା ଏହି ୫୦ କରୋନା ଆକ୍ରାନ୍ତଙ୍କୁ କୋଭିଡ୍ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଏହି ୫୦ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos