ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରେକର୍ଡ ସଂଖ୍ୟକ ୫୦୫ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୨୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ଆରୋଗ୍ୟ ହୋଇଥିବା ୫୦୫ ଜଣ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୪୮ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ […]

coronavirus-in-india

coronavirus-in-india

Manoranjan Sial
  • Published: Monday, 13 July 2020
  • Updated: 13 July 2020, 06:36 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରେକର୍ଡ ସଂଖ୍ୟକ ୫୦୫ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୨୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା ୫୦୫ ଜଣ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୪୮ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡ଼ରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୬, ଢେଙ୍କାନାଳରୁ ୬, ଅନୁଗୋଳରୁ ୫; କନ୍ଧମାଳ, କେନ୍ଦ୍ରାପଡ଼ା ଓ କୋରାପୁଟରୁ ୪ ଜଣ ଲେଖାଏଁ; ବରଗଡ଼ରୁ ୩, କେନ୍ଦୁଝରରୁ ୨; ଝାରସୁଗୁଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1282658025346461706?s=20

ଆଜି ସୁଦ୍ଧା ରାଜ୍ୟରେ ‘କରୋନା’ରେ ୧୩୭୩୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୭୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୨୫୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୪୮୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୨୧ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story