ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଆଉ ୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୨ରେ ପହଞ୍ଚିଛି।
ଏହି ୫୨ ଜଣଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୮ଟି ହେଉଛି ଲୋକାଲ୍ କେସ୍। ସେହିପରି ୨୯ ଜଣ ସୁସ୍ଥ ହୋଇଛନ୍ତି।
ଭୁବନେଶ୍ୱରର ୧୧୮୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୨୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୬୪୬ ଜଣ ଚିକିତ୍ସିତ ହେଉଛନ୍ତି। ୧୧ ଜଣଙ୍କର ମୃତ୍ୟୁ ଘଟିଛି।
Update on newly detected & cured #COVID19 cases in the last 24 hrs under the BMC area on 19th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/G3KQTElIWI— BMC (@bmcbbsr) July 19, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।