କରୋନା ୫୨୮୧ ଆରୋଗ୍ୟ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ୫୨୮୧ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୩୫୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 5281 Covid patients have recovered and are being discharged on 19.06.2021 800 from Khordha510 from Cuttack308 from Jajapur286 from Baleswar285 from Kendrapara276 from Mayurbhanj253 from Anugul244 from […]

CORONA

CORONA

Manoranjan Sial
  • Published: Saturday, 19 June 2021
  • Updated: 19 June 2021, 08:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ୫୨୮୧ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୩୫୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।
https://twitter.com/HFWOdisha/status/1406233696818978823?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଆଗରେ ଖୋର୍ଦ୍ଧା ରହିଛି। ଏଠାରୁ ଆଜି ୮୦୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୫୧୦, ଯାଜପୁରରୁ ୩୦୮, ବାଲେଶ୍ୱରରୁ ୨୮୬, କେନ୍ଦ୍ରାପଡ଼ାରୁ ୨୮୫, ମୟୂରଭଞ୍ଜରୁ ୨୭୬, ଅନୁଗୋଳରୁ ୨୫୩, ଭଦ୍ରକରୁ ୨୪୪, ପୁରୀରୁ ୨୩୧, ବୌଦ୍ଧରୁ ୨୧୩, ସୁନ୍ଦରଗଡ଼ରୁ ୨୦୪, ଜଗତସିଂହପୁରରୁ ୧୮୭, ଢେଙ୍କାନାଳରୁ ୧୬୯, କୋରାପୁଟରୁ ୧୪୪, ନବରଙ୍ଗପୁରରୁ ୧୩୪, ନୟାଗଡ଼ରୁ ୧୦୯, ବରଗଡ଼ରୁ ୧୦୪, ରାୟଗଡ଼ାରୁ ୧୦୩, କେନ୍ଦୁଝରରୁ ୮୪, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୭୧, ମାଲକାନଗିରିରୁ ୬୮, ସୋନପୁରରୁ ୫୭, ବଲାଙ୍ଗିରରୁ ୪୧, ଗଞ୍ଜାମରୁ ୪୧, ସମ୍ୱଲପୁରରୁ ୪୧, ଗଜପତିରୁ  ୩୧, ଝାରସୁଗୁଡ଼ାରୁ ୨୪, ଦେବଗଡ଼ରୁ ୨୧, ନୂଆପଡ଼ାରୁ ୧୫ ଓ ଷ୍ଟେଟ୍‌ ପୁଲରୁ ୧୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1406233701130784768?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story