ସୁନ୍ଦରଗଡ଼ର ଏକ ସ୍କୁଲରୁ ପୁଣି ୫୩ ପିଲା ପଜିଟିଭ

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ର ଏକ ସ୍କୁଲରୁ ଆଜି ପୁଣି ୫୩ ପିଲା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। କରୋନାରେ ଆକ୍ରାନ୍ତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ହଷ୍ଟେଲରେ ଆଇସୋଲେସନରେ ରଖାଯାଇଛି। ମଙ୍ଗଳବାର ସୁନ୍ଦରଗଡ଼ ସର୍ଗିପାଲି ସିଙ୍କନଗରରେ ଥିବା ଏକ ବିଦ୍ୟାଳୟରେ ପିଲାଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେମାନଙ୍କ ଭିତରୁ ୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ବାକି ପିଲାଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେମାନଙ୍କ ଭିତରୁ ୫୩ ଜଣ ଛାତ୍ରଛାତ୍ରୀଙ୍କ […]

Omicron

Omicron

Manoranjan Sial
  • Published: Wednesday, 05 January 2022
  • Updated: 05 January 2022, 07:59 PM IST

Sports

Latest News

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ର ଏକ ସ୍କୁଲରୁ ଆଜି ପୁଣି ୫୩ ପିଲା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। କରୋନାରେ ଆକ୍ରାନ୍ତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ହଷ୍ଟେଲରେ ଆଇସୋଲେସନରେ ରଖାଯାଇଛି।

ମଙ୍ଗଳବାର ସୁନ୍ଦରଗଡ଼ ସର୍ଗିପାଲି ସିଙ୍କନଗରରେ ଥିବା ଏକ ବିଦ୍ୟାଳୟରେ ପିଲାଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେମାନଙ୍କ ଭିତରୁ ୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ବାକି ପିଲାଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେମାନଙ୍କ ଭିତରୁ ୫୩ ଜଣ ଛାତ୍ରଛାତ୍ରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏମାନଙ୍କୁ ମିଶାଇ ଉକ୍ତ ସ୍କୁଲରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି।

ଆଜି ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କଠାରୁ ନମୂନା ସଂଗ୍ରହ କରାଯାଛି। ଆସନ୍ତାକାଲି ସେମାନଙ୍କ ରିପୋର୍ଟ ଆସିବ। ସେପଟେ କରୋନାରେ ଆକ୍ରାନ୍ତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସ୍କୁଲ ହଷ୍ଟେଲ୍‌ରେ ଆଇସୋଲେସନ୍‌ରେ ରଖାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ତୀକ୍ଷିଣ ନଜର ରଖାଯାଇଛି। ସ୍କୁଲ କ୍ୟାମ୍ପସକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସ୍କୁଲକୁ ସାନିଟାଇଜ୍‌ କରାଯାଇଛି।

ସାରା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ କରୋନାର ଏହି ନୂଆ ଭାରିଏଣ୍ଟ ଲଗାତର ବୃଦ୍ଧି ପାଉଛି। ବୁଧବାର ଓଡ଼ିଶାରୁ ଆଉ ୨୪ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ଏହା ପୂର୍ବରୁ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story