ସୁସ୍ଥ ହେଲେ ୫୮୧ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୫୮୧ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୭୩୭୩ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲଣ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 1 each from Koraput & Nayagarh The total recovered cases of Odisha now stand at 17373. — H & FW Dept Odisha (@HFWOdisha) July 27, 2020 ଆଜି ସୁସ୍ଥ […]

coronavirus-in-india

coronavirus-in-india

Manoranjan Sial
  • Published: Monday, 27 July 2020
  • Updated: 27 July 2020, 08:05 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୫୮୧ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୭୩୭୩ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲଣ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1287749795570802688?s=20

ଆଜି ସୁସ୍ଥ ହୋଇଥିବା ୫୮୧ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୬୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡ଼ରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳରୁ ୧୭, କନ୍ଧମାଳରୁ ୧୭, ଜଗତସିଂହପୁରରୁ ୧୪, ସମ୍ୱଲପୁରରୁ ୧୪, ମୟୂରଭଞ୍ଜରୁ ୧୨, ରାୟଗଡ଼ାରୁ ୧୨, ସୁନ୍ଦରଗଡ଼ରୁ ୧୨, ବାଲେଶ୍ୱରରୁ ୧୦, ଝାରସୁଗୁଡ଼ାରୁ ୯, କେନ୍ଦ୍ରାପଡ଼ାରୁ ୯, ପୁରୀରୁ ୯, ଢେଙ୍କାନାଳରୁ ୮, ଯାଜପୁରରୁ ୭, ଯାଜପୁରରୁ ୭, ବଲାଙ୍ଗିରିରୁ ୬, ବୌଦ୍ଧରୁ ୫, ଦେବଗଡ଼ରୁ ୩, ନବରଙ୍ଗପୁରରୁ ୨; କୋରାପୁଟ ଓ ନୟାଗଡ଼ରୁ ଜଣେ ଲେଖାଏଁ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଆଜି ସୁଦ୍ଧା ସମଗ୍ର ରାଜ୍ୟରେ ‘କରୋନା’ରେ ୨୮୮୯୨ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୪୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭୩୭୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୯୫୧୯ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୩୪ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story