ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୭୦ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ଥିବା ବେଳେ କଟକ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ସମସ୍ତ ମୃତକ ପୁରୁଷ ଥିଲେ। 2. A 67-year old Male of Bhubaneswar […]

corona-c2.6

corona-c2.6

Jitendra Garnayak
  • Published: Monday, 13 July 2020
  • Updated: 13 July 2020, 10:27 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ୬ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ଥିବା ବେଳେ କଟକ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ସମସ୍ତ ମୃତକ ପୁରୁଷ ଥିଲେ।

ଭୁବନେଶ୍ୱରରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ୬୭ ବର୍ଷ ହୋଇଥିଲା। ସେ ଡାଇବେଟିସ୍, ଉଚ୍ଚ ରକ୍ତଚାପ ଓ କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। କିନ୍ତୁ କଟକରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ମାତ୍ର ୪୦ ବର୍ଷ ହୋଇଥିଲା।

ଗଞ୍ଜାମର ୪ ମୃତକଙ୍କ ବୟସ ଯଥାକ୍ରମେ ୪୫, ୪୯, ୬୩ ଓ ୭୨ ବର୍ଷ ହୋଇଥିଲା। ୪୫ ବର୍ଷୀୟ ବ୍ୟକ୍ତି ଜଣଙ୍କ ଉଚ୍ଚ ରକ୍ତଚାପ ଓ ଡାଇବେଟିସ୍‌ରେ ପୀଡ଼ିତ ଥିଲେ। ୪୯ ବର୍ଷୀୟ ବ୍ୟକ୍ତି ଜଣଙ୍କ ମଧ୍ୟ ଡାଇବେଟିସ୍‌ରେ ପୀଡ଼ିତ ଥିଲେ। ୭୨ ବର୍ଷୀୟ ବୃଦ୍ଧଙ୍କର ଡାଇବେଟିସ୍ ଥିଲା। ତା’ ସହିତ ସେ ହୃଦ୍‌ରୋଗ ଓ କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। ‌

୭୦ ମୃତକଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୩ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୦ ଜଣ ଥିବା ବେଳେ କଟକରୁ ୭ ଓ ପୁରୀରୁ ୨ ଜଣ ଅଛନ୍ତି। କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଓ ଗଜପତିରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି।

ରାଜ୍ୟରେ ଏଯାବତ୍ ୧୩,୭୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮,୭୫୦ ସୁସ୍ଥ ହୋଇସାରିଲେଣି। ୪,୮୯୬ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୨୧ ଜଣ କରୋନା ରୋଗୀ ମଧ୍ୟ ପ୍ରାଣ ହରାଇଛନ୍ତି। କିନ୍ତୁ ସେମାନଙ୍କର ମୃତ୍ୟୁ କରୋନା ଯୋଗୁ ହୋଇନାହିଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story