ଆରୋଗ୍ୟ ହେଲେ ୬୦୮ ‘କରୋନା’ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୬୦୮ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୧୯୩୮ ଜଣ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ସମଗ୍ର ରାଜ୍ୟରେ ୬୦୮ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭୯ ଜଣ ଅଛନ୍ତି। ସେହିପରି ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ […]

corona-in-odisha

corona-in-odisha

Manoranjan Sial
  • Published: Saturday, 18 July 2020
  • Updated: 18 July 2020, 06:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୬୦୮ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୧୯୩୮ ଜଣ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ସମଗ୍ର ରାଜ୍ୟରେ ୬୦୮ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭୯ ଜଣ ଅଛନ୍ତି। ସେହିପରି ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ ୧୫, ସୁନ୍ଦରଗଡ଼ରୁ ୧୫, ମୟୂରଭଞ୍ଜରୁ ୧୨, ବରଗଡ଼ରୁ ୧୧, କୋରାପୁଟରୁ ୯, କନ୍ଧମାଳ ୮, ଜଗତସିଂହପୁର ୭, ଅନୁଗୋରୁ ୬, ବାଲେଶ୍ୱରରୁ ୬, ନବରଙ୍ଗପୁରରୁ ୬, ଭଦ୍ରକରୁ ୫, ଗଜପତିରୁ ୩, କେନ୍ଦ୍ରାପଡ଼ାରୁ ୨, ସମ୍ୱଲପୁରରୁ ୨ ଓ ଢେଙ୍କାନାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1284473307270492160?s=20

ଆଜି ସୁଦ୍ଧା ମହାମାରୀ ‘କରୋନା’ରେ ୧୬୭୦୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୮୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧୯୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୭୬୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୨୬ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story