ଆରୋଗ୍ୟ ହେଲେ ୬୧୬୪ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୬୧୬୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୧୦୨୨୭ ଜଣ ଆରୋଗ୍ୟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇଛି। Another 6164 Covid patients have recovered and are being discharged on 04.05.2021 893 from Khordha781 from Sundargarh557 from Jharsuguda448 from Nuapada342 from Cuttack320 from Kalahandi298 from […]

corona testing

corona testing

Manoranjan Sial
  • Published: Tuesday, 04 May 2021
  • Updated: 04 May 2021, 08:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୬୧୬୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୧୦୨୨୭ ଜଣ ଆରୋଗ୍ୟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇଛି।

https://twitter.com/HFWOdisha/status/1389554178951897088?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସବୁଠାରୁ ଆଗରେ ଅଛି ଖୋର୍ଦ୍ଧା। ଏଠାରୁ ୮୯୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୭୮୧, ଝାରସୁଗୁଡ଼ାରୁ ୫୫୭, ନୂଆପଡ଼ାରୁ ୪୪୮, କଟକରୁ ୩୪୨, କଳାହାଣ୍ଡିରୁ ୩୨୦, ବରଗଡ଼ରୁ ୨୯୮, ସମ୍ୱଲପୁରରୁ ୨୭୯, ନବରଙ୍ଗପୁରରୁ ୨୨୯, ଗଞ୍ଜାମରୁ ୨୧୬, ଯାଜପୁରରୁ ୧୮୯, ମୟୂରଭଞ୍ଜରୁ ୧୮୦, ପୁରୀରୁ ୧୪୩, ଅନୁଗୋଳରୁ ୧୦୭, ବାଲେଶ୍ୱରରୁ ୧୦୧, ବଲାଙ୍ଗିରରୁ ୯୮, କୋରାପୁଟରୁ ୯୨, କେନ୍ଦୁଝରରୁ ୮୯, ଜଗତସିଂହପୁରରୁ ୮୭, ଭଦ୍ରକରୁ ୮୬, ନୟାଗଡ଼ରୁ ୮୫, ଗଜପତିରୁ ୭୮, ରାୟଗଡ଼ାରୁ ୭୦, ସୋନପୁରରୁ ୬୨, ଦେବଗଡ଼ରୁ ୪୨, କେନ୍ଦ୍ରାପଡ଼ାରୁ ୩୮, କନ୍ଧମାଳରୁ ୩୭, ମାଲକାନଗିରିରୁ ୧୬, ବୌଦ୍ଧରୁ ୧୪, ଢ଼େଙ୍କାନାଳରୁ ୮ ଓ ଷ୍ଟେଟ୍‌ ପୁଲ୍‌ରୁ ୧୭୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story