ଆଉ ୬୨ ‘କରୋନା’ ଆକ୍ରାନ୍ତ ସୁସ୍ଥ; କେଉଁ ଜିଲ୍ଲାରେ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ଆଉ ୬୨ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୪୧, ବାଲେଶ୍ୱରରୁ ୧୫, ରାଉରକେଲାରୁ ୨ ଓ ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଏବଂ ମହାରାଷ୍ଟ୍ରର (ଅନ୍ୟ ରାଜ୍ୟ) ଜଣେ ଲେଖାଁ ଅଛନ୍ତି। ସମସ୍ତଙ୍କୁ ଡିସ୍‌ଚାର୍ଜ କରିଦିଆଯାଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ ୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। Another 62 #Covid19 […]

corona1

corona1

Manoranjan Sial
  • Published: Saturday, 23 May 2020
  • Updated: 23 May 2020, 04:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ଆଉ ୬୨ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୪୧, ବାଲେଶ୍ୱରରୁ ୧୫, ରାଉରକେଲାରୁ ୨ ଓ ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଏବଂ ମହାରାଷ୍ଟ୍ରର (ଅନ୍ୟ ରାଜ୍ୟ) ଜଣେ ଲେଖାଁ ଅଛନ୍ତି। ସମସ୍ତଙ୍କୁ ଡିସ୍‌ଚାର୍ଜ କରିଦିଆଯାଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ ୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

https://twitter.com/HFWOdisha/status/1264146585627361281?s=20

ଆଜି ସୁଦ୍ଧା ରାଜ୍ୟରେ ୧୨୬୯ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୯୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୭୬୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos