Advertisment

ଆରୋଗ୍ୟ ହେଲେ ୬୨୯ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୬୨୯ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୪୦୨୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 629 Covid patients have recovered and are being discharged on 03.12.2020 73 from Anugul65 from Sundargarh60 from Khordha44 from Mayurbhanj39 from Nuapada36 from Jharsuguda31 from Bolangir29 […]

ଅଦ୍ୟତନ ହୋଇଛି
ଆରୋଗ୍ୟ ହେଲେ ୬୬୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

corona

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୬୨୯ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୪୦୨୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1334497832481349632?s=20

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଅନୁଗୋଳରୁ ସର୍ବାଧିକ ୭୩ ଜଣ ଅଛନ୍ତି। ସୁନ୍ଦରଗଡ଼ରୁ ୬୫, ଖୋର୍ଦ୍ଧାରୁ ୬୦, ମୟୂରଭଞ୍ଜରୁ ୪୪,  ନୂଆପଡ଼ାରୁ ୩୯, ଝାରସୁଗୁଡ଼ାରୁ ୩୬, ବଲାଙ୍ଗିରିରୁ ୩୧, କଟକରୁ ୨୯,  ଜଗତସିଂହପୁରରୁ ୨୮, କେନ୍ଦୁଝରରୁ ୨୬, ବାଲେଶ୍ୱରରୁ ୨୫, ଭଦ୍ରକରୁ ୨୦, ସମ୍ୱଲପୁରରୁ ୧୯, ଗଞ୍ଜାମରୁ ୧୭, କେନ୍ଦ୍ରାପଡ଼ାରୁ ୧୭,  ପୁରୀରୁ ୧୭, ବରଗଡ଼ରୁ ୧୪, ଯାଜପୁରରୁ ୧୪, କଳାହାଣ୍ଡିରୁ ୭, ନୟାଗଡ଼ରୁ ୭, ଢେଙ୍କାନାଳରୁ ୬, କୋରାପୁଟରୁ ୬, ଗଜପତିରୁ ୪, ନବରଙ୍ଗପୁରରୁ ୪, ରାୟଗଡ଼ାରୁ ୪, ବୌଦ୍ଧରୁ ୩, ଦେବଗଡ଼ରୁ ୩, କନ୍ଧମାଳରୁ ୨, ସୋନପୁରରୁ ୧ ଓ ଷ୍ଟେଟ୍‌ ପୁଲରୁ ୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe