corona-updates
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୬୪୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୪୬୬୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1334862172409643010?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୭୦ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୫୪, ବାଲେଶ୍ୱରରୁ ୫୩, ଖୋର୍ଦ୍ଧାରୁ ୫୦, କଟକରୁ ୪୮, ଅନୁଗୋଳରୁ ୪୦, ବଲାଙ୍ଗିରରୁ ୫୦, କଳାହାଣ୍ଡିରୁ ୩୨, ଜଗତସିଂହପୁରରୁ ୩୧, ପୁରୀରୁ ୨୮, ବରଗଡ଼ରୁ ୨୧, ଯାଜପୁରରୁ ୨୧, ନୂଆପଡ଼ାରୁ ୧୮, କେନ୍ଦୁଝରରୁ ୧୫, ଝାରସୁଗୁଡ଼ାରୁ ୧୪, କେନ୍ଦ୍ରାପଡ଼ାରୁ ୧୩, ସମ୍ୱଲପୁରରୁ ୯, ଗଞ୍ଜାମରୁ ୮, ଭଦ୍ରକରୁ ୭, କୋରାପୁଟରୁ ୭, ନବରଙ୍ଗପୁରରୁ ୭, ରାୟଗଡ଼ାରୁ ୭, ଢେଙ୍କାନାଳରୁ ୬, ସୋନପୁରରୁ ୬, ବୌଦ୍ଧରୁ ୫, ମାଲକାନଗିରିରୁ ୫, ଗଜପତିରୁ ୪, କନ୍ଧମାଳରୁ ୪, ନୟାଗଡ଼ରୁ ୪, ଦେବଗଡ଼ରୁ ୩ ଓ ଷ୍ଟେଟ୍ପୁଲରୁ ୧୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/07/corona-updates.jpg)